7 ତାର୍ ପଚେ ସେମନ୍ ଜିସୁକେ ପାଚାର୍ଲାଇ, “ଏ ଗୁରୁ, ଏଟା ସବୁ କେବେ ଅଇସି ? ଆରି ଏ ସବୁ ଗଟ୍ନା କେଟ୍ବା ଆଗ୍ତୁ ସେଟା କେଡେବଲ୍ ଅଇସି ବଲି କେନ୍ତି ଚିନି ଅଇସି ?”
ଜିସୁ ଜିତ୍ ନାଉଁର୍ ଡଙ୍ଗର୍ ଉପ୍ରେ ବସିରଇଲା ବେଲେ, ତେଇ କେ ନ ରଇଲା ବେଲେ, ସିସ୍ମନ୍ ଆସି ତାକେ ପାଚାର୍ଲାଇ, “ଏ ସବୁଜାକ କେବ୍କେ ଅଇସି ଆମ୍କେ କୁଆ କାଇ ଗଟ୍ନା ଗଟ୍ଲେ ଆମେ ଜାନିପାର୍ବୁ ଜେ ତମର୍ ଆଇବା ବେଲା ଅଇଲାନି ଆରି ଏ ଜୁଗ୍ ସେସ୍ ଅଇସି ବଲି ?” ।
“ମାତର୍ ତମେ ଜେଡେବେଲା କେ ମନ୍ ନ କର୍ବାଟା ଆରି ନାସ୍ ଅଇବା ଦିନ୍ସୁ ଜନ୍ଟାକି ସୁକଲ୍ ଜାଗାଇ ସଙ୍ଗଇବାର୍ ନଏଁ, ସେ ଜାଗାଇ ସଙ୍ଗଇବାଟା ଦେକ୍ଲେ, ତମେ ସେ ଜାଗାଇଅନି ପାଲାଇବାର୍ ଆଚେ । ଏ ବିସଇ ପଡ୍ବା ଲକ୍ମନ୍, ତମେ ଏ କାତା ବୁଜା । ସେବେଲେ ଜନ୍ ଲକ୍ମନ୍ ଜିଉଦା ରାଇଜେ ରଇବାଇ, ସେମନ୍ ଡଙ୍ଗ୍ରେ ପାଲାଅତ୍ ।
“ମୁଇ ତମ୍କେ ସତ୍କାତା କଇଲିନି । ମନେ ରକା, ଏବେ ଜିବନ୍ ରଇବା ସବୁ ଲକ୍ମନର୍ ମରନ୍ ଅଇବା ଆଗ୍ତୁ ଏ ସବୁ ଗଟ୍ସି ।
“ଏନ୍ତି ଦିନ୍ ଆଇସି, ଏବେ ତମେ କାଇ କାଇଟା ଦେକ୍ଲାସ୍ନି ସେଟା ସବୁ କୁରୁପ୍ନାସ୍ ଜାଇସି । ଗଟେକ୍ ପାକ୍ନା ମିସା ତାର୍ ଜାଗାଇ ନ ରଏ । ସବୁ ମାଟିତେଇ ମିସି ଜାଇସି ।”
ଜିସୁ ସେମନ୍କେ କଇଲା, “ଜାଗ୍ରତ୍ଅଇକରି ରୁଆ, ନାଡାଇ ଉଆ ନାଇ । ବେସି ଲକ୍ ମର୍ ନାଉଁଦାରି ଆସି କଇବାଇ, ‘ମୁଇ ସେ ଆକା ।’ ବେଲା କେଟ୍ଲା ଆଚେ, ମାତର୍ ତମେ ସେମନର୍ ପଚେ ଜାଆ ନାଇ ।