ଲୁକ୍ 21:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ଜିସୁ ସେମନ୍କେ କଇଲା, “ଜାଗ୍ରତ୍ଅଇକରି ରୁଆ, ନାଡାଇ ଉଆ ନାଇ । ବେସି ଲକ୍ ମର୍ ନାଉଁଦାରି ଆସି କଇବାଇ, ‘ମୁଇ ସେ ଆକା ।’ ବେଲା କେଟ୍ଲା ଆଚେ, ମାତର୍ ତମେ ସେମନର୍ ପଚେ ଜାଆ ନାଇ । အခန်းကိုကြည့်ပါ။ |
ଏ ଆଲାଦର୍ ବାଇବଇନିମନ୍, ଜଦି କେ ମିସା ପର୍ମେସରର୍ ଆତ୍ମା ମର୍ଟାନେ ଆଚେ, ବଲି କଇବା ଲକ୍ମନର୍ କାତା ବିସ୍ବାସ୍ କର୍ବାର୍ ନାଇ । ମାତର୍ ସେନ୍ତାରି ଲକର୍ଟାନେ ସତଇସେ ପର୍ମେସରର୍ ଆତ୍ମା ଆଚେ କି ନାଇ ଜାନ୍ବାକେ ମନ୍ଦିଆନ୍ ଦେଇ ସେ କଇବା କାତା ପରିକା କର୍ବାର୍ ଆଚେ । କାଇକେବଇଲେ ମିଚ୍ କାତା ସିକାଉମନ୍ ବେସି ଲକ୍ ବାରଇଆଚତ୍ । ପର୍ମେସରର୍ ଟାନେଅନି ମିଲାଇଲା କବର୍ ବଲି ସବୁବାଟେ ଗାଲାଇ ଆଚତ୍ ।