10 ଜିସୁ ସେମନ୍କେ କଇଲା, ଦେକା, ତମେ ଗଡ୍ ବିତ୍ରେ ପୁର୍ବା ବେଲେ ଗଟେକ୍ ଆଣ୍ଡିତେଇ ପାନିନେଇ ଜିବା ଲକ୍କେ ବେଟ୍ପାଇସା । ସେ ଜନ୍ ଗରେ ପୁର୍ସି, ତାର୍ ପଚ୍ପଚ୍ ଜାଇ ସେ ଗରର୍ ସାଉକାର୍କେ କୁଆ,
ଲକର୍ ଟଣ୍ଡେଅନି ଜାଇଟା ବିତ୍ରେ ଗାଲାନି, ସେଟା ତାକେ ଅସୁକଲ୍ ନ କରେ, ମାତର୍ ଜାଇଟା, ତାର୍ ବିତ୍ରେଅନି ବାରଇଆଇସି, ସେଟା ତାକେ ଅସୁକଲ୍ କର୍ସି ।”
“ଆମର୍ ଗୁରୁ ତମ୍କେ ଏ କବର୍ କଇ ପାଟାଇଆଚେ, ମୁଇ ଆରି ମର୍ ସିସ୍ମନ୍ କନ୍ ବାକ୍ରାଇ ରକିଆ ପାଇବା ପରବର୍ ବଜି ମାନ୍ବୁ ?
ସେମନ୍ ଜିସୁକେ ପାଚାର୍ଲାଇ, “ଆମେ କନ୍ ଜାଗାଇ ବଜି ତିଆର୍କର୍ବୁ ବଲି ତମେ ମନ୍ କଲାସ୍ନି ?”
ଏବେ ମୁଇ ଏ ସବୁ କାତା କଇଲିନି । ସେଟାର୍ ପାଇ ଏ ସବୁ ଗଟ୍ନାମନ୍ ଗଟ୍ବା ବେଲା କେଟ୍ଲେ ମୁଇ କଇଲା କାତା ଏତାଇସା । ଆରାମେ ଅନି ମୁଇ ତମର୍ ସଙ୍ଗ୍ ରଇଲି ଜେ ଏ ସବୁ କାତା କଇ ନ ରଇଲି ।”