23 ସେବେଲାଇ ସିସ୍ମନ୍ ସେମନର୍ ବିତ୍ରେ କାତା ଅଇଲାଇ, “ଏନ୍ତି ବଇଲେ ଆମର୍ ବିତ୍ରେ କେ ଜିସୁକେ ସେନ୍ତି କର୍ସି ?”
ଏ କାତା ସୁନି ସିସ୍ମନ୍ କାବା ଅଇଗାଲାଇ । ଆରି ଗଟେକ୍ ଗଟେକ୍ ଲକ୍ ଜିସୁକେ ପାଚାର୍ଲାଇ “ମାପ୍ରୁ ସେ ଲକ୍ ମୁଇ କି ?”
ଏ କାତା ସୁନିକରି ସିସ୍ମନ୍ ବେସି ମନ୍ଦୁକ୍ ଅଇଲାଇ । ସବୁଲକ୍ ଗଟେକ୍ ଗଟେକ୍ ଅଇକରି ଜିସୁକେ ସେଲକ୍ ମୁଇ କି ? ବଲିକରି ପାଚାର୍ଲାଇ ।
ପର୍ମେସରର୍ଟାନେଅନି ଆଇଲା ନର୍ପିଲା ମୁଇ, ସେ ଜେନ୍ତି ଜଜ୍ନା କଲାଆଚେ, ସେନ୍ତାରିସେ ମର୍ବାକେ ଅଇସି । ମାତର୍ ଜନ୍ ଲକ୍ ମକେ ବିସ୍ବାସେ ବିସ୍ ଦେଲାପାରା ବିରଦିମନର୍ ଆତେ ଦାରାଇ ଦେଇସି, ତାକେ ବେସି ଡଣ୍ଡ୍ ମିଲ୍ସି ।”
ତାର୍ ପଚେ ସେମନର୍ ବିତ୍ରେଅନି କେ ବଡ୍ ବଲି ଦଦାପେଲା ଅଇଲାଇ ।