27 ଏ ଦୁନିଆର୍ ଇସାବେ, ବସିକରି କାଇବା ଲକ୍ ବଡ୍ କି, ବାଟାକରି ଦେବା ଲକ୍ ବଡ୍ ? ବସିକରି କାଇବା ଲକ୍ ସେ ବଡ୍ ଅଇସି । ମାତର୍ ମୁଇ ସେନ୍ତି ନଇ । ମୁଇ ତମର୍ ବିତ୍ରେ ବାଟାକରି ଦେବା ଲକର୍ ପାରା ।
ଜେନ୍ତାରି କି ପର୍ମେସର୍ ପାଟାଇଲା ନର୍ପିଲା ମୁଇ ମିସା ସେବା ମିଲ ବଲି ଆସି ନାଇ, ମାତର୍ ବିନ୍ ଲକ୍ମନର୍ ସେବା କରି ସେମନ୍କେ ମୁକ୍ତି ମିଲ ବଲି ନିଜର୍ ଜିବନ୍ ଦେବାକେ ଆଇଲି ଆଚି ।”
ମାପ୍ରୁ ଆସି ଜନ୍ ଦାଙ୍ଗ୍ଡାମନ୍କେ ଜାଗ୍ରତ୍ ରଇବାଟା ଦେକ୍ସି, ସେମନ୍ କେଡେ ନିକ କରମର୍ ଲକ୍ । ମୁଇ ତମ୍କେ ସତ୍ କଇଲିନି, ସେ ନିଜର୍ ଆଁଟାଇ ତୁଆଲ୍ ବାନ୍ଦିକରି, ସେମନ୍କେ କାଇବାକେ ବସାଇ, ତାକର୍ଲଗେ ଜାଇ ସେବାକର୍ସି ।
ଆମର୍ ମାପ୍ରୁ ଜିସୁକିରିସ୍ଟ ଜିବନ୍ ଦୁକାଇ ଅଇଲା ବିସଇ ତମେ ଜାନିଆଚାସ୍ । ସର୍ଗେ ସେ ବେସି ସାଉକାର୍ ଅଇରଇଲେ ମିସା ସେ ନିଜେ ଅର୍କିତ୍ ଅଇଆଇଲା । ଜେନ୍ତି କି ତାର୍ଲାଗି ତମେ ସାଉକାର୍ ଅଇସା ।