44 ମାତର୍ ଜିସୁ ଅଦିକ୍ ବିକଲ୍ ଅଇ, ମନ୍ଦିଆନ୍ ଦେଇ ପାର୍ତନା କର୍ବାର୍ ଦାର୍ଲା । ତାର୍ ଗାଗ୍ଡର୍ ଜାଲ୍ ପାନି, ବନିପାରା ଜର୍ଜର୍ ଅଇ ବୁଏଁ ତିପିଗାଲା ।
ଆରି ଜିସୁ ପାର୍ତନା କରିସାରାଇ ସିସ୍ମନର୍ ଲଗେ ଗାଲା । ସେମନ୍ ସବୁ ଲକ୍ ଦୁକ୍ଅଇକରି ତାକିଜାଇ ସଇରଇଲାଟା ସେ ଦେକ୍ଲା ।
ଏବେ ମର୍ ଜିବନ୍ ବେସି ବାୟାବିକଲ୍ ଅଇଗାଲାନି । କାଇଟା କଇବି ? ଏ ବାବା ମକେ ଏ ଦୁକର୍ ବେଲାଇଅନି ରକିଆ କର୍ ବଲି ଗୁଆରି କର୍ବି କି ? ନାଇ ସେନ୍ତି ନ କଇ । ଦୁକ୍ କସ୍ଟ ମୁରଚ୍ବାକେ ସେ ମୁଇ ଆଇଲିଆଚି ।
ପରମେସର୍ କେବେମିସା ଆମର୍ ବିରଦି ନଏଁଁ, କାଇକେବଇଲେ ସେ ନିଜର୍ ପଅକେ ମିସା ରକିଆ ନ କରି ଆମର୍ ପାଇ ଦାନ୍ ଦେଇଆଚେ । ସେନ୍ତିଆଲେ ସେ ଆମର୍ ପାଇ କାଇ ସବୁ ବିସଇ ଦାନ୍ ନ ଦେଏ କି ?
ଜିସୁ ଏ ଜଗତେ ରଇଲାବେଲେ, ସେ ଆକ୍ମାରି କାନ୍ଦିକରି ଆରି ଆଁସୁ ଜରାଇକରି କାନ୍ଦି ପର୍ମେସର୍କେ ପାର୍ତନା କରିଲାଗିରଇଲା । ମରନେଅନି ତାକେ ରକିଆ କର୍ବାକେ ପର୍ମେସର୍କେ ବପୁଆଚେ ବଲି ସେ ଜାନିକରି ଏନ୍ତାରି କଲା । ସେ ନିଜେ ଦୟାଦରମ୍ ଦେକାଇଲାକେ ଆରି ପର୍ମେସରର୍ କାତା ମାନ୍ଲାକେ, ପର୍ମେସର୍ ତାର୍ ପାର୍ତନା ସୁନ୍ଲା ।