45 ଆରି ଜିସୁ ପାର୍ତନା କରିସାରାଇ ସିସ୍ମନର୍ ଲଗେ ଗାଲା । ସେମନ୍ ସବୁ ଲକ୍ ଦୁକ୍ଅଇକରି ତାକିଜାଇ ସଇରଇଲାଟା ସେ ଦେକ୍ଲା ।
ତାର୍ପଚେ ସେ ତିନ୍ଟା ସିସ୍ମନର୍ ଲଗେ ବାଉଡି ଆସି ଦେକ୍ଲା, ସେମନ୍ ସଇଦେଇଆଚତ୍ । ଜିସୁ ପିତର୍କେ କଇଲା, “ତମେ ଗଟେକ୍ ଗଁଟା ମିସା ଜାଗି ନାପାର୍ଲାସ୍ ?
ସେ ଆରି ତରେକ୍ ବାଉଡି ଆସି ସିସ୍ମନ୍ ସଇରଇଲାଟା ଦେକ୍ଲା । ସେମନ୍କେ ଗୁନ୍ ଡାବି ଆନ୍ତେ ରଇଲାଜେ ଆଁକି ଦେକି ନାପାର୍ତେ ରଇଲାଇ ।
ତାର୍ପଚେ ଜିସୁ ତାର୍ ସିସ୍ମନର୍ ଲଗେ ବାଉଡି ଆଇଲାଜେ, ସେମନ୍ ସଇରଇବାଟା ଦେକ୍ଲା । ସେ ପିତର୍କେ କଇଲା, “ ସିମନ୍ ପିତର୍, ତମେ ସଇଦେଲାସ୍ନି କି ? ଗଟେକ୍ ଗଁଟା ମିସା ଚେତା ରଇ ଜାଗି ନାପାର୍ଲାସ୍ନି ?
ମାତର୍ ଜିସୁ ଅଦିକ୍ ବିକଲ୍ ଅଇ, ମନ୍ଦିଆନ୍ ଦେଇ ପାର୍ତନା କର୍ବାର୍ ଦାର୍ଲା । ତାର୍ ଗାଗ୍ଡର୍ ଜାଲ୍ ପାନି, ବନିପାରା ଜର୍ଜର୍ ଅଇ ବୁଏଁ ତିପିଗାଲା ।
ତେଇ ସେମନ୍କେ କଇଲା, “ତମେ କାଇକେ ସଇଦେଇ ଆଚାସ୍ ? ଉଟା ପରିକାର୍ ପାନ୍ଦେ ନ ଲାଗାଇ ଅଇବାକେ ପାର୍ତନା କରା ।”