5 ସେଟାର୍ପାଇ ସେ ଲକ୍ମନ୍ ବେସି ସାର୍ଦା ଅଇକରି ତାକେ ଡାବୁ ଦେବାକେ ରାଜି ଅଇଲାଇ ।
ଆରି ସେ ମୁକିଅ ପୁଜାରିମନ୍ ଆରି ମନ୍ଦିର୍ ଜାଗି ରଇବା ସେନାପତିମନର୍ ଲଗେ, କେନ୍ତିକରି ଜିସୁକେ ବିସ୍ବାସେ ବିସ୍ ଦେଲା ପାରା କରି, ତାକେ ଦାରାଇଦେବି ବଲି ସେମନର୍ ସଙ୍ଗ୍ କାତାବାର୍ତା ଅଇବାର୍ ଗାଲା ।
ଜିଉଦା ମିସା ରାଜି ଅଇଲା ଆରି ଲକ୍ମନର୍ ନ ଜାନ୍ତେ ଜିସୁକେ ଦାରାଇଦେବାକେ ସୁଜଗ୍ କଜ୍ତେରଇଲା ।
ଜିଉଦା କରିରଇବା କରାପ୍ କାମେଅନି ମିଲାଇଲା ଡାବୁକେ ଗଟେକ୍ ଜମି ଗେନାଅଇରଇଲା । ଆରି ସେ ଜମିତେଇ, ଉମ୍ତାଡିଅଇ ଅଦ୍ରି ମଲା । ତାର୍ ପେଟ୍ ଚିରିଅଇ ଆଁତି ବାରଇଗାଲା ।
ମାତର୍ ପିତର୍ ତାକେ କଇଲା, “ତର୍ ଡାବୁ ତର୍ ସଙ୍ଗ୍ ନସ୍ଟ ଅ । ତର୍ ସଙ୍ଗ୍ ତର୍ ଡାବୁ ମିସା ନର୍କେ ଜାଅ । କାଇକେବଇଲେ ପର୍ମେସରର୍ ଦାନ୍ ଡାବୁସଙ୍ଗ୍ ଗେନ୍ବି ବଲି ବାବ୍ଲୁସ୍ନି ।
ସଲକ୍ ବାଟ୍ ଚାଡିକରି ବାଟ୍ବାନା ଅଇଲାଇ ଆଚତ୍ । ବେଅର୍ ପଅ ବାଲାମ୍, ଜେ କି ଗଟେକ୍ ବବିସତ୍ବକ୍ତା ରଇଲା, ସେ ଜନ୍ ରକାମ୍ କାମ୍ମନ୍ କରିରଇଲା, ଏମନ୍ ମିସା ସେନ୍ତାରି କଲାଇଆଚତ୍ । ଡାବୁ ଆସାଅଇ ବାଲାମ୍ ଏନ୍ତି ରଇଲାଜେ ସେଟା ମିଲାଇବାକେ ବୁଲ୍ କାମ୍ କର୍ବାକେ ମିସା ତିଆର୍ ଅଇରଇଲା ।
ଏନ୍ତାଟା ସିକାଉମନ୍ ଲବ୍ ଅଇକରି ନିଜେ ତିଆର୍ କରିରଇବା କାତା କଇକରି ତମ୍କେ ନାଡାଇବାଇ । ସେନ୍ତାରି ଲକ୍ମନ୍କେ ଡଣ୍ଡ୍ ଦେବି ବଲି ପର୍ମେସର୍ କାତା ଦେଇରଇଲା । ଆରି ସେଟା କର୍ବାକେ ସେ ଏବେ ଜାଗିଆଚେ । ସେ ସେମନ୍କେ କୁରୁପ୍ନାସ୍ କର୍ସି ଆକା ।
ସେମନ୍ କେତେକ୍ ଡଣ୍ଡ୍ ପାଇବା ଲକ୍ ସେମନ୍ କଇନର୍ ବାଟ୍ ଦାର୍ଲାଇ ଆଚତ୍ । ବିଲିଆମ୍ ପାପ୍ କଲାପାରା ସାର୍ଦା ସଙ୍ଗ୍ ପାପ୍ କଲାଇଆଚତ୍ । କରା ବିରଦ୍ କଲାପାରା ସେମନ୍ ବିରଦ୍ କରି କୁରୁପ୍ନାସ୍ ଅଇବାଇ ।