50 ସିସ୍ମନର୍ ବିତ୍ରେଅନି ଗଟେକ୍ ଲକ୍, ବଡ୍ ପୁଜାରିର୍ ଗତିଦାଙ୍ଗ୍ଡାର୍ ଉଜା କାନ୍ ଚିଡ୍ତେ କାଟିପାକାଇଲା ।
ସେ ଲଗେ ଟିଆଅଇରଇଲା ଜିସୁର୍ ଗଟେକ୍ ସିସ୍ ତାର୍ କାଣ୍ଡା ବେଟି ମୁକିଅ ପୁଜାରିର୍ ଗତି ଦାଙ୍ଗ୍ଡାର୍ ଉଜା କାନ୍ କାଟିଦେଲା ।
ସେ ବିରଦି ଲକ୍ମନ୍ ଜିସୁକେ ବନ୍ଦିକରି ଦାରିଜିବାଇ ବଲି ସିସ୍ମନ୍ ଜାନ୍ଲାଇ । ସେବେଲାଇ ସିସ୍ମନ୍ ଜିସୁକେ ପାଚାର୍ଲାଇ, “ଏ ମାପ୍ରୁ, ଆମର୍ କାଣ୍ଡା ବେଟ୍ବୁ କି ?”
ଏଟା ଦେକି ଜିସୁ କଇଲା, “ନିଚୁ” । ସେ ଚିଡ୍ଲା କାନ୍ ଚିଇକରି ନିକ କଲା ।
ମର୍ ଆଲାଦର୍ ବାଇବଇନିମନ୍, ଜଦି କେ ତମ୍କେ ଅନିଆଇ କଲେ, ତମେ ବେର୍ ଦାରାନାଇ, କାଇକେବଇଲେ, ପର୍ମେସର୍ସେ ଡଣ୍ଡ୍ ଦେଇସି । କାଇକେ ବଇଲେ ସାସ୍ତରେ ଲେକା ଆଚେ । ମାପ୍ରୁ କଇଲାନି, “ମୁଇ ବେର୍ ଦାର୍ବି । ମୁଇ ଡଣ୍ଡ୍ ଦେବି ।”
ଜନ୍ ଆତ୍ ଆତିଆର୍ ସଙ୍ଗ୍ ଆମେ ଜୁଜ୍ଲୁନି, ସେଟା ଲକ୍ମନର୍ଟାନେଅନି ଆସେନାଇ, ମାତର୍ ସେଟା ବେସି ବପୁର୍ ସଙ୍ଗ୍ ରଇବା ପର୍ମେସରର୍ ଟାନେଅନି ଆଇସି । ଏ ବପୁ ସଙ୍ଗ୍ ପର୍ମେସରର୍ ବିରୁଦେ ତାର୍ ସତ୍ରୁମନ୍ ଉଟାଇରଇବା ଡାଁଟର୍ କତି ଜାକ ଆରି ଲକ୍ମନର୍ ମନ୍ ବିତ୍ରେ ଦଦାପେଲା ଅଇବା ଚିନ୍ତା ସବୁ ଆମେ ଆରାଇପାର୍ବୁ ।