56 ଗଟେକ୍ ଗତିଦାଙ୍ଗ୍ଡି ପିତର୍କେ ଜଇପାଲି ବସ୍ଲାଟା ନିକକରି ଦେକି କଇଲା, “ଏ ଲକ୍ ମିସା ଜିସୁର୍ ସଙ୍ଗ୍ ରଇଲା !”
ପିତର୍ ବଡ୍ ପୁଜାରିର୍ ଦୁଆର୍ ମୁଆଟେ ବସି ରଇଲା ବେଲେ ଗଟେକ୍ ବଡ୍ ପୁଜାରିର୍ ପାଇଟିକାରିଆନି ଲଗେ ଆସି କଇଲା, “ତୁଇ ମିସା ଗାଲିଲିର୍ ଜିସୁର୍ ସଙ୍ଗ୍ ରଇଲୁସ୍ କାଇକି ?”
ସଞ୍ଜ୍ ଅଇଲାକେ ଜିସୁ ତାର୍ ସିସ୍ମନ୍କେ ଡାକିନେଇ ତେଇ କେଟ୍ଲା ।
ମାତର୍ ଜିସୁ ସେମନ୍କେ କଇଲା, “ସେ ମାଇଜିକେ ଚାଡିଦିଆସ୍, କାଇକେ ତାକେ ଲାଗିକରି କସ୍ଟ ଦେଲାସ୍ନି ? ସେ ମର୍ପାଇ ନିକ କାମ୍ କଲାଆଚେ ।
ଜିସୁ ଆରିତରେକ୍ ସେ କାଣାଲକର୍ ଆଁକିତେଇ ଆତ୍ସଙ୍ଗ୍ ଚିଇଲା । ସେଦାପ୍ରେ ଅନି ତାର୍ ଆଁକି ନିମାନ୍ ଅଇଗାଲା ଆରି ପୁରାପୁରୁନ୍ ନିମାନ୍ ଦେକିପାର୍ଲା ।
ସନିଅମନ୍ ଜଇଲାଗାଇ ଚାରିବେଡ୍ତି ବସ୍ଲାଇ । ପିତର୍ ମିସା ସେମନର୍ ସଙ୍ଗ୍ ବସ୍ଲା ।
ମାତର୍ ପିତର୍ ରାଜି ନ ଅଇ କଇଲା, “ଏ ଗତିଦାଙ୍ଗ୍ଡି, ତାକେ ମୁଇ ମୁଲ୍କେ ନାଜାନି ।”
ସେ ଡିଆଗଡି ଜାଗି ରଇଲା ଗତିଦାଙ୍ଗ୍ଡି ସେବେଲା ପିତର୍କେ ପାଚାର୍ଲା, “ତୁଇ ମିସା ଏ ଲକ୍ମନର୍ ବିତ୍ରେଅନି ଗଟେକ୍ ଲକ୍ ନଉଁସ୍ କି ?” ପିତର୍ କଇଲା “ମୁଇ ତାର୍ ଲକ୍ ନଇ ।”