60 ଏଟା ସୁନି ପିତର୍ ସେ ଲକ୍କେ କଇଲା, “ଏ ବାଇ ତୁଇ କାଇଟା କଇଲୁସ୍ନି ? ମୁଇ ବିଲ୍କୁଲ୍ ନାଜାନି ।” ସେ କାତା ପିତର୍ କଇଲା ଦାପ୍ରେ, କୁକ୍ଡା ଡାକ୍ଲା ।
ଜିସୁ ପିତର୍କେ କଇଲା, “ମୁଇ ସତ୍ କଇଲିନି ଆଜି ରାତି କୁକ୍ଡା ନ ଡାକ୍ତେ, ତୁଇ ମକେ ତିନ୍ ତର୍ ନାଜାନି ବଲି କଇସୁ ।”
ତାର୍ ପଚେ ଜିସୁ କଇଲା, “ଏ ପିତର୍ ମୁଇ ତକେ କଇଲିନି, ତୁଇ ଏବେ ଏନ୍ତି କଇଲୁସ୍ନି, ମାତର୍ ଆଜି ରାତି କୁକ୍ଡା ନ ଡାକ୍ବା ଆଗ୍ତୁ ମକେ ତିନ୍ତର୍ ନାଜାନି ବଲି କଇସୁ ।”
ଗଟେକ୍ ଗଁଟା ଗାଲାପଚେ ଆରି ଗଟେକ୍ ଲକ୍ ପିତର୍କେ ଦେକି କଇଲା, “ଏ ଲକ୍ମିସା ନିଜେ ତାର୍ ସିସ୍ମନର୍ ସଙ୍ଗ୍ ରଇଲା । ଆକେ ମୁଇ ନିକକରି ଜାନି । କାଇକେ ବଇଲେ ସେ ଗଟେକ୍ ଗାଲିଲିର୍ ଲକ୍ ।”
ସେବେଲେ ଜିସୁମାପ୍ରୁ ପିତର୍କେ ପାସ୍ଲି ନିମାନ୍ କରି ଦେକ୍ଲା । ଜିସୁ ଆଗ୍ତୁ କଇଲା କାତା ସେ ଏତାଇଲା । ସେ ତାକେ କଇରଇଲା ତୁଇ ମକେ ଆଜି କୁକ୍ଡା ଡାକ୍ବା ଆଗ୍ତୁ ତିନ୍ତର୍ ନାଜାନି, ବଲି କଇସୁ ।
ପିତର୍ ଆରି ତରେକ୍ କଇଲା “ନାଇ ମୁଇ ତାକେ ମୁଲ୍କେ ନାଜାନି ।” ସମାନ୍ ସେଡ୍କି ଦାପ୍ରେ କୁକ୍ଡା ଡାକ୍ଲା ।