18 ମାତର୍ ସବୁଲକ୍ମନ୍ ଆଉଲିଅଇ କଇଲାଇ, “ଆକେ ମରାଆ ଆରି ଆମର୍ ପାଇ ବାର୍ବାକେ ଚାଡିଦିଆସ୍ ।”
ଆରି ଦେକା ସବୁ ବର୍ସେ ରକିଆ ପାଇବା ପରବ୍ ବେଲାଇ ଜିଉଦି ଜାତିକେ ସନ୍ମାନ୍ ଦେବାକେ ଗଟେକ୍ ବନ୍ଦିକେ ମୁକ୍ଲାଇ ଦେବା ନିୟମ୍ ରଇଲା ।
ଏ ବାର୍ବା ବଲ୍ବା ଲକ୍, ସର୍କାରର୍ ବିରଦେ ବୁଲ୍ କରିରଇଲା ଆରି ଗଟେକ୍ ଲକ୍କେ ମାରି ରଇଲା । ସେଟାର୍ପାଇ ତାକେ ବନ୍ଦି କରିରଇଲାଇ ।
ମାତର୍ ପିତର୍ ବାଇରର୍ ଡିଆଗଡିଲଗେ ଟିଆଅଇ ରଇଲା । ବଡ୍ ପୁଜାରିକେ ଜାନିରଇଲା ସିସ୍ ଡାଣ୍ଡେ ବାଉଡି ଆସି ଡାଣ୍ଡର୍ ଡିଆଗଡି ଲଗେ ଜାଗିରଇଲା । ଗତିଦାଙ୍ଗ୍ଡିକେ କଇକରି ପିତର୍କେ ବିତ୍ରେ ଡାକିନେଲା ।
ବଇନେବା ବେଲେ ଲକ୍ମନ୍ ପଚ୍ପଚ୍ ଆସି ତାକେ ମରାଆ ବଲି ଆଉଲି ଅଇତେରଇଲାଇ ।
ପାଉଲ୍ ଏ କାତା କଇବାଜାକ ଲକ୍ମନ୍ ମନ୍ଦିଆନ୍ ଦେଇ ସୁନ୍ତେ ରଇଲାଇ, ମାତର୍ ତାର୍ ପଚେ ସେମନ୍ ଆଉଲିଅଇକରି କଇଲାଇ, “ତାକେ ଜଗତେଅନି ବାର୍କରାଇ ଦିଆସ୍ ! ମରାଇ ଦିଆସ୍, ସେନ୍ତା ଲକ୍ ଜିଇବାକେ ଲଡା ନାଇ !”
ସେ ଆକା ଗଟେକ୍ସେ ସୁକଲ୍ ଆରି ଦରମ୍ ଲକ୍ ରଇଲା । ମାତର୍ ତମେ ତାକେ ନାମାସ୍ ନାଇ ଆରି ତାର୍ ବାଦୁଲେ ଗଟେକ୍ ନର୍ମାରୁକେ ମୁକ୍ଲାଇବାକେ ପିଲାତ୍କେ ଗୁଆରି କଲାସ୍ ।