23 ମାତର୍ ଲକ୍ମନ୍ ଆରି ବେସି ଆଉଲିଅଇ ତର୍କେ ତର୍ “ତାକେ କୁର୍ସେ ଚଗାଇ ମରାଆ !” ବଲି ବାଦିଅ କଲାଇ । ସାରାସାରି ପଚେ ସେମନ୍ ଆଉଲିଅଇଲାଟା ଜିତ୍ଲା ।
ଏ କାତା ସୁନି ପିତର୍ ଜିସୁକେ ଆରିତରେକ୍ ଡାଟ୍ସଙ୍ଗ୍ କଇଲା, “ମୁଇ ତମର୍ ସଙ୍ଗ୍ ମର୍ବାର୍ ଆଲେ ମିସା କେବେ ତମ୍କେ ନାଜାନି ବଲି ନ କଇ ।” ଆରି ବାକି ସିସ୍ମନ୍ ମିସା ସେନ୍ତିସେ କଇଲାଇ ।
ତାର୍ପଚେ ପିଲାତ୍ ସେମନ୍କେ ଆଗେ ଦୁଇତର୍ ପାଚାର୍ଲାଟା ଚାଡି ଆରିତରେକ୍ ସମାନ୍ଟାସେ କଇଲା, “କାଇକେ ? ସେ କାଇ ବୁଲ୍ କଲାଆଚେ ଜେ ? ତାର୍ଟାନେ କାଇମିସା ମରନ୍ ପାଇବା ଡଣ୍ଡ୍ ଏତ୍କି ଦସ୍ ମିଲେ ନାଇ । ଏନ୍ତି ବଇଲେ ମିସା ତାକେ କର୍ଡା ମାଡ୍ ମାରି ଚାଡି ଦେବି ।”
ତାର୍ ପଚେ ପିଲାତ୍ ଲକ୍ମନର୍ ଜାଇଟା କର୍ବାକେ ମନ୍ କଲାଇ, ସେ ଇସାବେ ଜିସୁକେ ମରନର୍ ଡଣ୍ଡ୍ ଦେବାକେ ରାଜି ଅଇଲା ।
ମାତର୍ ସେମନ୍ ତର୍କେତର୍ ଆଉଲିଅଇ କଇଲାଇ, “ତାର୍ ସିକିଆର୍ ଲାଗି ସେ ଜିଉଦାର୍ ସବୁବାଟର୍ ଲକ୍ମନର୍ ବିତ୍ରେ କଲି ଲାଗାଇଲାନି । ସେଟା, ସେ ଗାଲିଲିତେଇ ଆରାମ୍ କରି, ଏବେ ଇତି ଜାକ ଆଇଲା ଆଚେ ।”