ଲୁକ୍ 23:26 - ସତିଅର୍ ବାଟ୍ ନୁଆ ନିୟମ୍ 202026 ସନିଅମନ୍ ଜିସୁକେ ଦାରିଜିବା ବେଲେ କୁରିଣିୟ ସିମନ୍ ନାଉଁର୍ ଲକ୍କେ ବେଟ୍ପାଇଲାଇ । ଜେ କି ଗାଏଁଅନି ଜିରୁସାଲାମେ ଆଇତେରଇଲା । ତାକେ ଅଟ୍କାଇକରି ଜିସୁ ବଇଲା କୁର୍ସ ଲାଦିଦେଲାଇ ଆରି ତାର୍ ପଚେ ଜିବାକେ ବାଦିଅ କଲାଇ । အခန်းကိုကြည့်ပါ။ |