ଲୁକ୍ 23:31 - ସତିଅର୍ ବାଟ୍ ନୁଆ ନିୟମ୍ 202031 କାଇକେ ବଇଲେ ଗଚ୍ କାଁଚାପତ୍ରିଆ ରଇଲା ବେଲେ, ଜଦି ଏ ସବୁ ଗଟ୍ନା ଗଟ୍ଲାନି ବଇଲେ ସେଟା ସୁକିଗାଲେ ଆରି କାଇଟା ଅଇସି । အခန်းကိုကြည့်ပါ။ |
ତମେ ଗଟେକ୍ତେଇ ରୁଣ୍ଡିକରି ମିସି କାଇଲାବେଲେ, ତମର୍ ସଙ୍ଗ୍ ସେମନ୍ ଲାଜ୍ ଲାଗ୍ବା କାମ୍ କଲେ ମିସା ସେମନ୍ ତମର୍ ମୁଆଟେ ଲାଜ୍ ନ ଅଇକରି ସାଆସ୍ ସଙ୍ଗ୍ କାଇଲାଇନି । ମେଣ୍ଡାମନ୍କେ ନ ଚାରାଇ ନିଜେ ଚାରାଇଅଇଲା ଗଉଡ୍ ପାରା ଅଇଲାଇନି । ପବନ୍ ଆଇଲେ ଉଡାଇନେବା ପାନି ନ ମାର୍ବା ବାଦଲ୍ପାରା ଏମନ୍ ଆଚତ୍ । ପଲ୍ ଦେବା ବେଲାଇ କାଇପଲ୍ ନ ରଇବା ଗଚ୍ ଜେନ୍ତାରି ଉପାଡିକରି ସୁକ୍ବାକେ ଚାଡ୍ଲାପାରା, ସେନ୍ତାରି ଅଇ ସେମନ୍ ଆଚତ୍ ।