53 ଜିସୁର୍ ମଡ୍ କୁର୍ସେଅନି ଉତ୍ରାଇ ଉଲ୍ଉଲା ପଚିଆଇ ଗୁଡିଆଇକରି ଜେନ୍ତିକି କେବେ କାକେ ନ ସଙ୍ଗଇରଇଲା, ଗଟେକ୍ ରାଙ୍ଗ୍ନି କାଟି ତିଆର୍କରି ରଇଲା ପାଆରେ ନେଇ ସଙ୍ଗଇଲାଇ ।
ସେଟାର୍ପାଇ ଜସେପ୍ ଜିସୁର୍ ଗାଗଡ୍ କୁର୍ସ ଉପ୍ରେଅନି ଉତ୍ରାଇ ଆନ୍ଲା ଆରି ଗଟେକ୍ ନୁଆ ଲୁଗା ସଙ୍ଗ୍ ଗୁଡିଆଇକରି ରାଙ୍ଗ୍ନି କାଟି ତିଆର୍ କରି ରଇଲା ଗଟେକ୍ ପାଆରେ ନେଇକରି ସଙ୍ଗଇଲା । ଗଟେକ୍ ବଡ୍ ଚାଚଡା ପାକ୍ନା ନେଇ ପାଆର୍ ମୁଆଟେ ଡାବିଦେଲା ।
ସେ ପିଲାତର୍ ଲଗେ ଜାଇ ଜିସୁର୍ ମଲା ମଡ୍ ମାଙ୍ଗ୍ଲା ।
ସେ ଦିନ୍ ବିସ୍ରାମ୍ବାର୍ ଦିନ୍ ନ ଅଇରଇଲା, ସେ ଦିନ୍ କେଟି ଆଇତେରଇଲା ।
ତାକେ ଜନ୍ ଜାଗାଇ କୁର୍ସେ ଚଗାଇ ରଇଲାଇ, ସେ ଜାଗାଇ ଗଟେକ୍ ବାଡ୍ ରଇଲା । ଆରି ସେ ବାଡେ ମଲା ଲକ୍ମନ୍କେ ସଙ୍ଗଇବାକେ ଗଟେକ୍ ନୁଆ ପାଆର୍ ରଇଲା । ସେ ପାଆରେ କେବେ ମିସା କାକେ ନ ସଙ୍ଗଇ ରଇଲାଇ ।
ସାସ୍ତରେ ଜନ୍ ସବୁ ବିସଇ ଲେକା ଆଚେ, ସେ ଇସାବେ ସବୁ କାମ୍ କଲାପଚେ ସେମନ୍ ତାକେ କୁର୍ସେଅନି ଉତ୍ରାଇ ଆନ୍ଲାଇ । ବିନ୍ଲକ୍ମନ୍ ଆସିକରି ତାର୍ ଗାଗଡ୍ ନେଇ ସମାଦିଟାନେ ସଙ୍ଗଇଲାଇ ।