56 ସେମନ୍ ବାଉଡିଜାଇ ବାସ୍ନା ଚିକନ୍ ଆରି ବାସ୍ନା ଦିନ୍ସୁ ତିଆର୍ କର୍ତେ ରଇଲାଇ । ସେ କାମ୍ ସାର୍ବାକେ ବିସ୍ରାମ୍ଦିନ୍ କେଟ୍ଲା । ଆରି ସେ ଦିନେ ମସାର୍ ନିୟମ୍ ଇସାବେ, ସେମନ୍ ବିସ୍ରାମ୍ କଲାଇ ।
ବିସ୍ରାମ୍ବାର୍ ସାର୍ଲା ତାର୍ ଆର୍କର୍ ଦିନେ ମଗ୍ଦଲିନି ମରିୟମ୍, ଜାକୁବର୍ ମାଆ ମରିୟମ୍ ଆରି ସଲମି, ଜିସୁର୍ ମଲା ଗାଗ୍ଡେ ଲାଗାଇବାକେ ବାସ୍ନା ଚିକନ୍ ଗେନିଆନ୍ଲାଇ ।
ଆଟର୍ ପର୍ତୁମ୍ ଦିନର୍ ସାକାଲେ, ମାଇଜିମନ୍ ସେମନ୍ ତିଆର୍ କରିରଇବା ବାସ୍ନା ଦିନ୍ସୁ ଆରି ବାସ୍ନା ଚିକନ୍ ଦାରି ଜିସୁର୍ ମଡ୍ ରଇଲା ପାଆରେ ଗାଲାଇ ।