1 ଆଟର୍ ପର୍ତୁମ୍ ଦିନର୍ ସାକାଲେ, ମାଇଜିମନ୍ ସେମନ୍ ତିଆର୍ କରିରଇବା ବାସ୍ନା ଦିନ୍ସୁ ଆରି ବାସ୍ନା ଚିକନ୍ ଦାରି ଜିସୁର୍ ମଡ୍ ରଇଲା ପାଆରେ ଗାଲାଇ ।
ତେଇ କେତେଟା ମାଇଜିମନ୍ ମିସା କୁର୍ସେ ଅନି ଦୁରିକେ ଟିଆଅଇ ଦେକ୍ତେରଇଲାଇ । ସେମନ୍ ଅଇଲାଇନି, ମଗ୍ଦଲିନି ମରିୟମ୍, ସାନ୍ଟା ଜାକୁବ୍ ଆରି ଜସିର୍ ମା ମରିୟମ୍ ଆରି ସଲମି ।
ମଗ୍ଦଲିନି ମରିୟମ୍, ଜଆନା, ଜାକୁବର୍ ମାଆ ମରିୟମ୍ ଆରି ତାକର୍ସଙ୍ଗ୍ ରଇଲା ବିନ୍ ମାଇଜିମନ୍ ମିସା କାଇ କାଇଟା ଗଟ୍ଲା, ସେ ସବୁ ବିସଇ ପେରିତ୍ମନ୍କେ କଇଲାଇ ।
ଆରି ପାଆରର୍ ମୁଆଟେ ରଇଲା ପାକ୍ନା ଗୁଣ୍ଡ୍ଲିରଇଲାଟା ଦେକ୍ଲାଇ ।
ଆମର୍ ଦଲର୍ କେତେଟା ମାଇଜିମନ୍ ଆମ୍କେ କାବାଅଇଜିବା କାତା କଇଲାଇ । ସେମନ୍ ଆଜି ସାକାଲ୍ ସାକାଲ୍ ତାର୍ ମଡ୍ ରଇବା ପାଆରେ ଗାଲାଇ ।