13 ସେ ଦିନେସେ ଜିସୁର୍ ଦୁଇଟା ସିସ୍ମନ୍ ଜିରୁସାଲମେଅନି ଏଗାର କିଲମିଟର୍ ଦୁର୍କେ ରଇଲା ଇମାୟୁ ନାଉଁର୍ ଗାଏଁ ଇଣ୍ଡିକରି ଜାଇତେ ରଇଲାଇ ।
ଜିସୁକେ କାଇକାଇଟା ଅଇରଇଲା ଆରି ସେ ସବୁ ବିସଇନେଇ ସେମନ୍ କାତାଅଇ କାତାଅଇ ଇଣ୍ଡ୍ତେ ରଇଲାଇ ।
“ଗାଲା କେତେଦିନ୍ ବିତ୍ରେ ଜିରୁସାଲାମ୍ ଜନ୍ ଗଟ୍ନା ଗଟିଗାଲା ଆଚେ ? ସେଟା ନାଜାନ୍ଲାଟା ତୁଇ ଗଟେକ୍ ଲକ୍ସେ କି ?”