14 ଜିସୁକେ କାଇକାଇଟା ଅଇରଇଲା ଆରି ସେ ସବୁ ବିସଇନେଇ ସେମନ୍ କାତାଅଇ କାତାଅଇ ଇଣ୍ଡ୍ତେ ରଇଲାଇ ।
ସେ ଦିନେସେ ଜିସୁର୍ ଦୁଇଟା ସିସ୍ମନ୍ ଜିରୁସାଲମେଅନି ଏଗାର କିଲମିଟର୍ ଦୁର୍କେ ରଇଲା ଇମାୟୁ ନାଉଁର୍ ଗାଏଁ ଇଣ୍ଡିକରି ଜାଇତେ ରଇଲାଇ ।
ସେମନ୍ ଏନ୍ତି କାତାବାର୍ତା ଅଇ ଆଇବାବେଲେ ଏଦେ ଦେକା ! ଜିସୁ ନିଜେ ଆସି ସେମନର୍ ସଙ୍ଗ୍ ଇଣ୍ଡ୍ବାର୍ ଦାର୍ଲା ।
ନିକ ଲକ୍ ନିଜର୍ ମନ୍ ବିତ୍ରର୍ ଗରବ୍ବିତ୍ରେ ଅନି ନିକଟା ବାର୍କରାଇସି । ଆରି କାରାପ୍ ଲକ୍ମନ୍ ନିଜର୍ ମନ୍ ବିତ୍ରର୍ ଗରବ୍ଟାନେ ଅନି କାରାପ୍ଟା ବାର୍କରାଇବାଇ । କାଇକେବଇଲେ, ମନ୍ବିତ୍ରେ ଚିନ୍ତା କର୍ବାଟା, ଟଣ୍ଡ୍ କାତା କଇସି ।”