16 ସେମନ୍ ତାକେ ଦେକ୍ଲାଇ, ମାତର୍ ଚିନି ନାପାର୍ଲାଇ ।
ତାର୍ପଚେ ଦୁଇଟା ସିସ୍ମନ୍ ଗଟେକ୍ ଗାଏଁ ଜିବାବେଲେ ଜିସୁ ସେମନ୍କେ ବିନ୍ ରୁପେ ଦେକାଇଅଇଲା । ସିସ୍ମନ୍ ତାକେ ଚିନି ନାପାର୍ଲାଇ ।
ସେମନ୍ ଏନ୍ତି କାତାବାର୍ତା ଅଇ ଆଇବାବେଲେ ଏଦେ ଦେକା ! ଜିସୁ ନିଜେ ଆସି ସେମନର୍ ସଙ୍ଗ୍ ଇଣ୍ଡ୍ବାର୍ ଦାର୍ଲା ।
ସେଡିକିବେଲେ ଜିସୁ ସେମନ୍କେ କଇଲା, “ତମେ ଇଣ୍ଡି ଇଣ୍ଡି କାର୍ ବିସଇନେଇକରି ଏତେକ୍ କାତା ଅଇଲାସ୍ନି ?” ସେବେଲାଇ ସେମନ୍ ମନ୍ଦୁକ୍କରି ମୁଁ ସୁକାଇ ଟିଆଅଇଲାଇ ।
ସେ ବେଲାଇ ସେମନର୍ ଡାବିଅଇ ଜାଇରଇଲା ଆଁକି ପିଟିଗାଲାଜେ ତାକେ ଚିନି ପାର୍ଲାଇ । ମାତର୍ ସେ ଦାପ୍ରେ ଜିସୁ ସେମନର୍ତେଇଅନି ମାୟା ଅଇଗାଲା ।
ସେ ଏନ୍ତି କଇକରି ପାସଲ୍ଲା ବେଲେ, ତେଇ ଜିସୁ ଟିଆଅଇ ରଇଲାଟା ଦେକ୍ଲା । ମାତର୍ ମରିୟମ୍ ତାକେ ଜିସୁ ବଲି ଚିନି ନାପାର୍ଲା ।
ଆର୍କର୍ ଦିନେ ଜୁଲ୍ପୁଲ୍ ଉଜଲେ ଜିସୁ ଗାଡ୍କଣ୍ଡି ଟିଆଅଇରଇଲା । ମାତର୍ ସିସ୍ମନ୍ ତାକେ ଜିସୁ ବଲି ଚିନି ନାପାର୍ଲାଇ ।