20 ଆମର୍ ମୁକିଅ ପୁଜାରିମନ୍ ଆରି ସାସନ୍ କାରିଆମନ୍ ତାକେ ମରନ୍ ଡଣ୍ଡ୍ ପାଇବାକେ ସତ୍ରୁମନ୍କେ ସର୍ପିଦେଲାଇ ଆରି ତାକେ କୁର୍ସେ ଚଗାଇ ମରାଇଲାଇ ।
ଏଇ ସାଁପ୍ମନ୍ ! ବିସ୍ରଇବା ସାଁପର୍ କୁଟୁମର୍ ପାରା ଲକ୍ମନ୍, ତମେ କେନ୍ତି ନରକର୍ ଡଣ୍ଡେଅନି ରକିଆ ମିଲ୍ସି ବଲି ଆସା କଲାସ୍ନି ?
ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ବାର୍ବାକେ ମୁକ୍ଲାଇ ଦେଇକରି, ଜିସୁକେ ମରନ୍ ଡଣ୍ଡ୍ ଦେବାକେ ଲକ୍ମନ୍କେ ପିଲାତର୍ ଲଗେ ଜାଇ ଦାବି କର୍ବାକେ ଉସ୍କାଇଲାଇ ।
ସାକାଲ୍ ସାକାଲ୍ ପାର୍ତନା ଗରର୍ ମୁକିଅ ପୁଜାରିମନ୍, ମୁକିଅ ନେତାମନ୍, ଜିଉଦି ନେତାମନ୍, ନିୟମ୍ ସିକାଇବା ଲକ୍ମନ୍ ଆରି ଜିଉଦି ଲକ୍ମନ୍କେ ସାସନ୍ କର୍ବା ସବୁ ରକାମର୍ ନେତାମନ୍ ଜିସୁକେ କାଇଟା କର୍ବାର୍ ଆଚେ ? ବଲି ଗଟେକ୍ ବଡ୍ ପଁଚାଦି କଲାଇ । ସେମନ୍ ତାକେ ବାନ୍ଦିକରି ସାସନ୍ କର୍ବା ପିଲାତ୍କେ ସର୍ପିଦେଲାଇ ।
ତାର୍ ଆର୍କର୍ ଦିନେ ଜୁଲ୍ପୁଲ୍ ଉଜଲ୍ ବେଲାଇ, ପାର୍ଚିନ୍ମନ୍, ମୁକିଅ ପୁଜାରିମନ୍ ଆରି ସାସ୍ତର୍ ସିକାଇଦେବା ଲକ୍ମନ୍ ଗଟେକ୍ଟାନେ ରୁଣ୍ଡ୍ଲାଇ । ଆରି ଜିସୁକେ ବିଚାର୍ କର୍ବା ବଡ୍ଟା ଜାଗାଇ ନେଲାଇ ।
ତାର୍ପଚେ ପିଲାତ୍ ମୁକିଅ ପୁଜାରିମନ୍କେ, ନେତାମନ୍କେ ଆରି ସବୁ ଲକ୍ମନ୍କେ ଗଟେକ୍ଟାନେ ରୁଣ୍ଡାଇକରି ସେମନ୍କେ କଇଲା,
ତାର୍ ଆଗ୍ତୁର୍ ଜଜ୍ନା ଇସାବେ ସେ କାତା ଦେଇସାରାଇରଇଲା କି, ଜିସୁ ତମର୍ ଆତେ ସର୍ପାଇ ଅଇସି । ତାର୍ପଚେ ତାର୍ ନିୟମ୍ ନ ମାନ୍ବା ଲକ୍ମନ୍ ତାକେ କୁର୍ସେ ଚଗାଇ ମରାଅତ୍ ବଲି ତମେ ତାକେ ଏନ୍ତି କଲାସ୍ ।
ଜିଉଦିମନ୍ ମାପ୍ରୁ ଜିସୁକେ ଆରି ବବିସତ୍ବକ୍ତାମନ୍କେ ମରାଇରଇଲାଇ ଆରି ଆମ୍କେ ମିସା ଦୁକ୍ କସ୍ଟ ଦେଇରଇଲାଇ । ସେମନର୍ଟାନେ ପର୍ମେସର୍ ସାନ୍ତି ନାଇ । ସେମନ୍ ସବୁ ମୁନୁସ୍ଜାତିର୍ ସତ୍ରୁ ।