24 ଆମର୍ ସଙ୍ଗାରିମନର୍ ବିତ୍ରେଅନି ଜେ ଜେ ସେ ପାଆରେ ଜାଇ ଦେକ୍ଲାଇ ମିସା ମାଇଜିମନ୍ ଜେନ୍ତି କଇରଇଲାଇ, ସେ ସମାନ୍ ଇସାବେ ଦେକ୍ଲାଇ । ମାତର୍ ସେମନ୍ ଜିସୁକେ ଦେକତ୍ ନାଇ ।”
ଏଟା ସୁନି କରି ଏରଦ୍ ରାଜା ସେ ପଣ୍ଡିତ୍ମନ୍କେ ଲୁଚ୍ତେ ଡାକାଇ, ତାରା କନ୍ ବେଲାଇ ଉଦିରଇଲା, ସେମନର୍ତେଇ ଅନି ଟିକ୍ ସଙ୍ଗ୍ ବୁଜିନେଲା ।
ମାତର୍ ପିତର୍ ଅଦର୍ପଡ୍ ଅଇ ପାଲାଇ ପାଆରେ ଜାଇ ଏରି ଦେକ୍ଲା । ପାଆର୍ ବିତ୍ରେ ଏରି ଦେକ୍ଲାକେ ତେଇ ଜିସୁକେ ଗୁଡିଆଇଲା ଉଲ୍ଉଲା ପଚିଆ ଚାଡି ଆରି କାଇଟା ନ ରଇଲା । ପିତର୍ ସେ ଗଟ୍ନା ଦେକି କାବାଅଇ ଜାଇକରି, ଗରେ ବାଉଡି ଆଇଲା ।
ମାତର୍ ତେଇ ତାର୍ ଗାଗଡ୍ ନ ରଇଲା । ସେମନ୍ କଇଲାଇ, ପାଆରେଅନି ବାଉଡ୍ଲାବେଲେ ସରଗର୍ ଦୁତ୍ମନର୍ ଦର୍ସନ୍ ପାଇରଇଲା ଆରି ସେ ଦୁତ୍ମନ୍ ଜାନାଇଲାଇଜେ, ସେ ଏବେ ଜିବନ୍ ଅଇଆଚେ ।
ସେବେଲେ ଜିସୁ ସେମନ୍କେ କଇଲା, “ତମେ କେତେକ୍ ବକୁଆ ଲକ୍ମନ୍, ବବିସତ୍ବକ୍ତାମନ୍ କଇଲା କାତା ବିସ୍ବାସ୍ କର୍ବାକେ କାଇକେ ଜାଗ୍ରତ୍ ଉଆସ୍ ନାଇ ?