29 ମାତର୍ ସେ ଲକ୍ମନ୍ ଜିସୁକେ ସୁତ୍ରାଇ କରି କଇଲାଇ, “ଆମର୍ ସଙ୍ଗ୍ ର, କାଇକେ ବଇଲେ ବେଲ୍ ବସିଗାଲା ଆରି ରାତି ଅଇଗାଲାନି ।” ସେଟାର୍ ପାଇ ଜିସୁ ସେମନର୍ ସଙ୍ଗ୍ ରଇବାକେ ଗର୍ବିତ୍ରେ ଗାଲା ।
ଆରି ସାଉକାର୍ ସେ ଗତିଦାଙ୍ଗ୍ଡାକେ କଇଲା, “ଗଡର୍ ସଡକ୍ ପାଲି ରଇଲା ଲକ୍ମନ୍କେ ଆରି ଗାଏଁ ରଇଲା ଗରିବ୍ ଲକ୍ମନ୍କେ ଜାଇକରି ଡାକିଆନ୍ । ମର୍ ଗରେ ଲକ୍ ପୁରୁନ୍ ଅଅତ୍ ବଲି ମୁଇ ମନ୍ କଲିନି ।”
ଆରି ସେମନ୍ ଜନ୍ ଗାଉଁ ଜିବାର୍ ରଇଲା, ସେ ଗାଉଁ ଲଗାଲଗି ଅଇବାକେ ଜିସୁ ଆଗ୍ତୁ ଗାଲାପାରା ଅଇ ଇଣ୍ଡ୍ବାର୍ ଦାର୍ଲା ।
ଆରି ସେମନର୍ ସଙ୍ଗ୍ କାଇବାକେ ବସ୍ଲା । ରୁଟି ଦାରି ପର୍ମେସର୍କେ ଦନିଅବାଦ୍ ଦେଇକରି ସେଟା ବାଙ୍ଗାଇକରି ସେମନ୍କେ ଦେଲା ।
ସେମନର୍ ବିତ୍ରେଅନି ତୁୟଟିରା ଗଡର୍ ଲୁଦିଆ ନାଉଁର୍ ଗଟେକ୍ ମାଇଜି, ଆମର୍ କାତା ସୁନ୍ତେରଇଲା । ସେ ବେସି ଦାମ୍ ଅଇବା ଜାମ୍କଲିଆ ରଙ୍ଗର୍ ଲୁଗା ବିକ୍ତେରଇଲା । ସେ ପରମେସର୍କେ ପାର୍ତନା କର୍ବା, ଜିଉଦି ନ ଅଇଲା ଲକ୍ । ପାଉଲ୍ ମାପ୍ରୁର୍ କାତା କଇଲାବେଲେ ସେଟା ନାମ୍ବାକେ ମାପ୍ରୁ ତାର୍ ମନ୍ ଉଗାଡିଦେଲା ।