ଲୁକ୍ 24:32 - ସତିଅର୍ ବାଟ୍ ନୁଆ ନିୟମ୍ 202032 ସେବେଲାଇ ସେମନ୍ ସେମନର୍ ବିତ୍ରେ କାତା ଅଇଲାଇ, “ଜେଡେବଲ୍ ସେ ଆମର୍ ସଙ୍ଗ୍ ବାଟେ କାତା ଅଇତେ ରଇଲା, ଆରି ପର୍ମେସରର୍ ସାସ୍ତରର୍ କାତା ବୁଜାଇ ଦେଇତେ ରଇଲା, ଆମର୍ ମନ୍ ବିତ୍ରେ ଉଡୁକ୍ ଦୁଡୁକ୍ ନ ଅଇତେ ରଇଲା କି ?” အခန်းကိုကြည့်ပါ။ |