41 ସେଟା ଦେକି ସେମନ୍ ସାର୍ଦା ଅଇକରି କାବାଅଇ ଗାଲାଇ ମିସା ତାକେ ବିସ୍ବାସ୍ କରତ୍ ନାଇ । ସେଟାର୍ ପାଇ ଜିସୁ ସେମନ୍କେ ପାଚାର୍ଲା, “ତମର୍ ଲଗେ କାଇଟା କାଇବାଟା ଆଚେ କି ?”
“ଜିସୁ ମଲାତେଇଅନି ଉଟ୍ଲା ଆଚେ ଆରି ମୁଇ ତାକେ ନିଜେ ଦେକିଆଚି ।” ବଲି କଇଲା । ସିସ୍ମନ୍ ତାକେ ମୁଲ୍କେ ବିସ୍ବାସ୍ କରତ୍ ନାଇ ।
ସେ ଦୁଇଟା ସିସ୍ମନ୍ ବାଉଡିଆସିକରି ବିନ୍ ସିସ୍ମନ୍କେ ଏ କାତା କଇଲାଇ । ଏନ୍ତି କଇଲେ ମିସା ସିସ୍ମନ୍ ତାକର୍ କାତା ବିସ୍ବାସ୍ କରତ୍ ନାଇ ।
ତାର୍ପଚେ ଏଗାର୍ଟା ସିସ୍ମନ୍ କାଇବାବେଲେ ଜିସୁ ସେମନ୍କେ ଦେକାଇଅଇଲା । ଜିସୁ ମଲାଟାନେଅନି ଉଟ୍ଲାଟା ଦେକିରଇଲା ଲକ୍ମନ୍ କଇଲା କାତା ବିସ୍ବାସ୍ ନ କରି, ସେମନର୍ ମନ୍ ଆଁଟ୍ କଲାର୍ ଲାଗି ସେମନ୍କେ ଲାଗ୍ଲା ।
ସେମନର୍ ଲଗେ ଜଡେକ୍ ପାରା କେତେଟା ସାନ୍ ମାଚ୍ ରଇଲା, ସେଟା ମିସା ସେ ପର୍ମେସର୍କେ ଦନିଅବାଦ୍ ଦେଇ ବାଟାକର୍ବାକେ କଇଲା ।
ମାତର୍ ପେରିତ୍ମନ୍ ମାଇଜିମନର୍ କାତା ଟଣ୍ଡେ ପାନ୍ଦି କଇଲାଇନି ବଲି ବିସ୍ବାସ୍ କରତ୍ ନାଇ ।
ଜିସୁ ଏଟା କଇକରି, ତାର୍ ଆତ୍ ଆରି ଗଡ୍ ସେମନ୍କେ ଦେକାଇଲା ।
ସେବେଲାଇ ସେମନ୍ ତାକେ କଣ୍ଡେକ୍ ବାଜ୍ଲା ମାଚ୍ ଦେଲାଇ ।
ସେନ୍ତାରିସେ ତମ୍କେ ମିସା ଅଇସି । ଏବେ ତମେ ଦୁକ୍ଅଇ ଆଚାସ୍, ମାତର୍ ଆରି ତରେକ୍ ମୁଇ ତମ୍କେ ଦେକାଇଅଇବି, ତାର୍ ପଚେ ତମେ ବେସି ସାର୍ଦା ଅଇସା । ଆରି କେମିସା ତମର୍ ସାର୍ଦା ତମର୍ଟାନେଅନି ଚାଡାଇ ନେଇ ନାପାରତ୍ ।
ଜିସୁ ସେମନ୍କେ ପାଚାର୍ଲା, “ଏ ମଇତର୍ମନ୍ ତମେ ଜଡେକ୍ ମିସା ମାଚ୍ ଦାରାସ୍ ନାଇ କି ?” ସେମନ୍ “ମୁଲ୍କେ ଦାରୁ ନାଇ ।” ବଲି କଇଲାଇ ।
ପିତରର୍ କଁଟ୍ସର୍ ଜାନିପାରି ସେ ଏତେକ୍ ସାର୍ଦା ଅଇଲା ଜେ କାପାଟ୍ ନ ଉଗାଡି ବିତ୍ରେ ପାଲାଇକରି ତେଇର୍ ବିସ୍ବାସିମନ୍କେ କଇଲା, “ପିତର୍ ବାଇରେ ଟିଆଅଇଲା ଆଚେ ।”