53 ସବୁବେଲା ମନ୍ଦିରେ ରଇକରି ପର୍ମେସରର୍ ଡାକ୍ପୁଟା କର୍ବାର୍ ଦାର୍ଲାଇ ।
ଆରି ମୁଇ ଜନ୍ ସବୁ ସିକିଆ ଦେଇଆଚି, ସେଟା ମାନା ବଲି ସିକାଆ । ଆରି ମନେ ରଅ, କାଲ୍ କାଲ୍ ଜୁଗ୍ ଜୁଗ୍ ମୁଇ ସବୁବେଲେ ତମର୍ ସଙ୍ଗ୍ ରଇବି ।”
ତାର୍ପଚେ ତାର୍ ସିସ୍ମନ୍ ଜାଇକରି ଏ ଦୁନିଆର୍ ଗୁଲାଇବାଟେ ମାପ୍ରୁ ଜିସୁର୍ ନିମାନ୍ କାତା କଇଲାଇ ଆରି ମାପ୍ରୁ ତାକର୍ ସଙ୍ଗ୍ ରଇକରି କାବାଅଇଜିବା ବିନ୍ ବିନ୍ କାମ୍ କଲା । ଏନ୍ତାରି ସେମନ୍ କଇବା କାତା ସତ୍ ବଲି ଦେକାଇଦେଲା ।
ସେମନ୍ ତାକେ ଜୁଆର୍ କଲାଇ ଆରି ସାର୍ଦାଅଇ ଜିରୁସାଲମେ ବାଉଡି ଆଇଲାଇ ।
କାଇଟା ତିଆର୍ ନ ଅଇରଇଲା ପୁର୍ବେ ବାକିଅ ରଇଲା । ସେ ବାକିଅ ପର୍ମେସରର୍ ସଙ୍ଗ୍ ରଇଲା । ସେ ଆରି ପର୍ମେସର୍ ଗଟେକ୍ ରଇଲାଇ ।
ମାପ୍ରୁ ଜିସୁ ଜିବନ୍ ଦୁକାଇଲାଟା ସବୁର୍ ଲଗେ ରଅ । ଆମେନ୍ !