ଲୁକ୍ 24:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ଜିସୁ ଇତି ନାଇ, ପର୍ମେସର୍ ତାକେ ଉଟାଇଲାଆଚେ । ସେ ତମର୍ ସଙ୍ଗ୍ ଗାଲିଲିତେଇ ମିସ୍ତେ ରଇଲା ବେଲେ ତମ୍କେ କାଇବଲି କଇରଇଲା, ସେଟା ତମର୍ ମନେ ନାଇ କି ? အခန်းကိုကြည့်ပါ။ |
ତାର୍ପଚେ ଜିସୁ, ପର୍ମେସର୍ ଅନି ଆଇଲା ନର୍ପିଲାକେ କାଇ କାଇଟା ଅଇସି ବଲି ତାର୍ ସିସ୍ମନ୍କେ ସିକାଇଦେବାର୍ ଦାର୍ଲା । ସେ କଇଲା, “ପର୍ମେସରର୍ଟାନେଅନି ଆଇଲା ନର୍ପିଲା ମୁଇ ବେସି ଦୁକ୍ କସ୍ଟ ପାଇବାର୍ ଆଚେ । ମୁକିଅ ନେତାମନ୍, ମୁକିଅ ପୁଜାରିମନ୍, ଆରି ନିୟମ୍ ସିକାଇଦେବା ଲକ୍ମନ୍ ମକେ ନ ନାମତ୍ । ସେମନ୍ ମକେ ମରାଇବାଇ ଆରି ତିନ୍ଦିନ୍ ଗାଲାପଚେ ମୁଇ ଆରି ତରେକ୍ ମଲାତେଇଅନି ଜିବନ୍ ଅଇ ଉଟ୍ବି ।”