ଲୁକ୍ 3:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ବଡ୍ ସାସନ୍କାରିଆ ତିବିରିଆ କାଇସର୍ ସାସନ୍ କର୍ବା ପନ୍ଦ୍ର ବରସ୍ ଅଇଲାବେଲେ, ପାନ୍ତିୟ ପିଲାତ୍ ଜିଉଦା ରାଇଜ୍ ସାସନ୍ କର୍ତେରଇଲା । ଆରି ଏରଦ୍ ଗାଲିଲିର୍ ସାସନ୍କାରିଆ ରଇଲା । ଏରଦର୍ ବାଇ ପିଲିପ୍ ଇତୁରିଆ ଆରି ତାକ୍ନିତ୍ ରାଇଜର୍ ସାମନ୍ତ୍ ରାଜା ରଇଲା । ଲୁସାନିଆ ନାଉଁର୍ ଗଟେକ୍ ଲକ୍ ଅବିଲିନି ରାଇଜର୍ ସାମନ୍ତ୍ ରାଜା ରଇଲା । အခန်းကိုကြည့်ပါ။ |