ଲୁକ୍ 3:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ଜଅନ୍ ସେମନ୍କେ କଇଲା “ଜାର୍ଟାନେ ଦୁଇଟା ପିନ୍ଦ୍ବା ଲୁଗା ଆଚେ, ଜାକେ ନାଇ, ତାକେ ସେ ଗଟେକ୍ ଦେଅ, ଆରି ଜାର୍ଟାନେ କାଦି ଆଚେ, ସେ ମିସା ସେନ୍ତାରି ବାଟା କରି ଦେଅ ।” အခန်းကိုကြည့်ပါ။ |
ଏ ଜିବନର୍ ବିସଇନେଇ ଜେତ୍କି ଲକ୍ମନ୍ ସାଉକାର୍ ଅଇ ଆଚତ୍, ବିନ୍ ଲକ୍ମନର୍ଟାନେଅନି ସେମନ୍ ନିକ ବଲି ନ ବାବ୍ବାକେ ତିଆର୍ । ଦନ୍ ସଁପତି ଉପ୍ରେ ବେସି ଆସା କର୍ବାର୍ ନାଇ ବଲି ସେମନ୍କେ ସିକା । କାଇକେବଇଲେ ଡାବୁ ଦାପ୍ରେ ମାୟାଅଇଜାଇସି । ତାର୍ ବାଦୁଲେ ସେମନ୍କେ ଲଡାକେ ଲାଗ୍ବା ବିସଇ ସବୁ ଦେବାକେ ପର୍ମେସରର୍ଟାନେ ଆସା ରକ୍ବାକେ ସିକାଇଦେସ୍ । ସେ ଆକା ଆମର୍ପାଇ କାଇଟା ନ ଦେକି, ସବୁ ବିସଇ ସାର୍ଦା କର୍ବାକେ ଦେଇସି ।