12 ସିସ୍ତୁମାଙ୍ଗୁମନ୍ ମିସା ଡୁବନ୍ ନେବାକେ ଆସି ତାକେ ପାଚାର୍ଲାଇ “ଏ ଗୁରୁ ଆମେ କାଇଟା କର୍ବୁ ?”
ତେବେ, ତମ୍କେ ଆଲାଦ୍ କର୍ବା ଲକ୍କେ ଆଲାଦ୍ କଲେ, ପର୍ମେସର୍ ତମ୍କେ କାଇକେ ପୁରୁସ୍କାର୍ ଦେଇସି ? ସିସ୍ତୁ ମାଙ୍ଗ୍ବା ଲକ୍ମନ୍ ମିସା ସେନ୍ତି କର୍ବାଇ ।
ମାତର୍ ସେ ସିସ୍ତୁମାଙ୍ଗୁ ଦୁରିକେ ଟିଆଅଇ ପାର୍ତନା କର୍ବା ବେଲେ ସରଗ୍ବାଟେ ଦେକ୍ବାକେ ମିସା ମନ୍ ନକରି ନିଜର୍ ବୁକେ ମାରିଅଇ ଏନ୍ତି ପାର୍ତନା କଲା । “ଏ ପର୍ମେସର୍ ମୁଇ ଗଟେକ୍ ପାପି ଲକ୍ ମକେ ଦୟା କରା !”
ତେଇ ଲକ୍ମନ୍ ଜଅନ୍କେ ପାଚାର୍ଲାଇ, “ସେନ୍ତାର୍ ଆଲେ ଆମେ କାଇଟା କର୍ବୁ ?”
ଜଅନ୍ ସେମନ୍କେ କଇଲା, “ତମର୍ ଜେତ୍କି ନେବାର୍ ଅଦିକାର୍ ଆଚେ, ତାର୍ତେଇଅନି ଅଦିକ୍ ମାଙ୍ଗା ନାଇ ।”
ଜନ୍ଲକ୍ମନ୍ ଏ ସବୁ କାତା ସୁନ୍ତେରଇଲାଇ, ସେମନ୍, ଜେନ୍ତାରିକି ସିସ୍ତୁମାଙ୍ଗୁମନ୍ ମିସା ପର୍ମେସରର୍ ଦାବିକଲାଟା ମାନି ଜଅନର୍ ଟାନେ ଡୁବନ୍ ନେଇରଇଲାଇ ।
ଏ କାତା ପିତର୍ଟାନେଅନି ସୁନ୍ଲା ସବୁ ଲକ୍ମନ୍ ତାକର୍ ନିଜର୍ ବୁଲ୍ ଏତାଇକରି ମନ୍ ବିତ୍ରେ କିଲ୍ବିଲ୍ ଅଇଗାଲାଇ । ସେମନ୍ ପିତର୍କେ ଆରି ପେରିତ୍ମନ୍କେ ପାଚାର୍ଲାଇ, “ଏ ବାଇମନ୍ ଏନ୍ତାର୍ ବଲି କଇଲେ ଆମେ କାଇଟା କର୍ବାର୍ ଆଚେ ?”