ଲୁକ୍ 3:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ସନିଅମନ୍ ମିସା ତାକେ ପାଚାର୍ବାର୍ ଦାର୍ଲାଇ, “ଆରି ଆମେ କାଇଟା କର୍ବୁ ?” ଜଅନ୍ ସେମନ୍କେ କଇଲା, “ବପୁ ଦେକାଇ କାଇଟା ମିସା ଜିକି ଆନା ନାଇ କି ନାଡାଇକରି କାର୍ ଦନ୍ସଁପତି ଆନା ନାଇ, ତମ୍କେ ଜେତ୍କି କୁଲି ମିଲ୍ଲାନି ସେତ୍କି ନେଇକରି ସାର୍ଦା ସଙ୍ଗ୍ ରୁଆ ।” အခန်းကိုကြည့်ပါ။ |
ତାର୍ପଚେ ସର୍ଗେ ଗଟେକ୍ ଜବର୍ ସବଦ୍ ଅଇବାଟା ମୁଇ ସୁନ୍ଲି । ସେ ସବଦ୍ କଲା “ଏବେ ଲକ୍ମନର୍ପାଇ ଅଇରଇବା ପର୍ମେସରର୍ ମୁକ୍ତି ସିଦ୍ ଅଇଲାଆଚେ । ରାଜା ଇସାବେ ତାର୍ ବପୁ ସେ ଦେକାଇଆଚେ । ତାର୍ ମସିଅ, ତାର୍ ଅଦିକାର୍ ଦେକାଇଲା ଆଚେ ।” କାଇକେବଇଲେ, ଜେ କି ପର୍ମେସରର୍ ମୁଆଟେ ଟିଆଅଇ ଆମର୍ ବାଇବଇନିମନ୍କେ ଦସ୍ ଦେଇତେରଇଲା, ତାକେ ସର୍ଗେଅନି ବାର୍କରାଇ ଦେଲାଆଚେ ।