17 ତାର୍ ଆତେ କୁଲାଆଚେ, ତେବେ ସେ କଟାରେ ରଇଲା ଦାନ୍ ପରିଚଲ୍ କରି ଟୁଲିଆଇ କଲ୍କିଟାନେ ସଙ୍ଗଇସି । କାଇ କାମେ ନ ଆଇବାଟା ଜାକ ସବୁବେଲେ ଲାଗିରଇବା ଜଇଟାନେ ପଡାଇଦେଇସି ।”
କାଟ୍ବା ଜାକ ଦାନ୍ ଆରି ଜୁଡ୍ ଗାଁସ୍ ମିସ୍ତେ ବଡ । କାଟ୍ବା ଲକ୍ମନ୍କେ କଉଁ ସେମନ୍ ପର୍ତୁମ୍ ଜୁଡ୍ ଗାଁସ୍ କାଟି ବାରା ବାନ୍ଦି ପଡାଇ ଦେଅତ୍ । ତାର୍ ପଚେ ଦାନ୍ କାଟି ମାଣ୍ଡାଇ କଲ୍କିଟାନେ ସଙ୍ଗଉ ।”
ଉଡାଲି କରି ପଟ୍ ବେଗ୍ଲାଇ ନିକଟାକେ ସଙ୍ଗଇବାକେ ତାର୍ ଆତେ କୁଲା ଆଚେ । ନିକଟା ତାର୍ କଲ୍କିତେଇ ସଙ୍ଗଇସି ଆରି ବେଗଲ୍ଲା ପଟ୍ ସବୁଦିନେ ଲାଗ୍ତେରଇବା ଜଇଟାନେ ପିଙ୍ଗିଦେଇସି ।”
ଜଅନ୍ ଏନ୍ତାରି କେତେକ୍ କେତେକ୍ ଉପ୍ଦେସ୍ ଦେଇକରି ଲକ୍ମନ୍କେ ମାପ୍ରୁର୍ବାଟେ ଆଇବାକେ ମନ୍ କରାଇତେରଇଲା ଆରି ମାପ୍ରୁର୍ ନିକ କାତା ସୁନାଇତେରଇଲା ଆରି ପାପ୍ କର୍ବାଟାନେଅନି ବାଅଡ୍ବାକେ ବୁଜାଇତେରଇଲା ।