ଲୁକ୍ 3:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ଜଅନ୍ ଏନ୍ତାରି କେତେକ୍ କେତେକ୍ ଉପ୍ଦେସ୍ ଦେଇକରି ଲକ୍ମନ୍କେ ମାପ୍ରୁର୍ବାଟେ ଆଇବାକେ ମନ୍ କରାଇତେରଇଲା ଆରି ମାପ୍ରୁର୍ ନିକ କାତା ସୁନାଇତେରଇଲା ଆରି ପାପ୍ କର୍ବାଟାନେଅନି ବାଅଡ୍ବାକେ ବୁଜାଇତେରଇଲା । အခန်းကိုကြည့်ပါ။ |
ବିନ୍ ଲକ୍ମନ୍କେ ସାର୍ଦା କରାଇବାକେ ବପୁ ଦେଇରଇଲେ, ସେଟା କର୍ତେ ରଉଁ । ଅର୍କିତ୍ ଲକ୍ମନ୍କେ ଦାନ୍ କର୍ବା ବପୁ ଦେଇରଇଲେ, କାଇଟା ନ ବାବିକରି ଦାନ୍ କରୁ । ବିନ୍ ଲକର୍ କାମ୍କେ ଦେକାରକା କର୍ବା ଅଦିକାର୍ ଦେଇରଇଲେ, ନିଜେ ବେସି କାମ୍ କର୍ବାର୍ଆଚେ । ଜଦି ବିନ୍ ଲକ୍ମନ୍କେ ଦୟା ଦେକାଇବା ବପୁ ଦେଲାଆଚେ, ବିଜାର୍ ନ ଅଇ ସାର୍ଦା ସଙ୍ଗ୍ କର୍ବାର୍ ଆଚେ ।