26 ନଗୟ ମଅତର୍ ପଅ, ମଅତ୍ ମତିତିଆର୍ ପଅ, ମତିତିଆ ସମଇର୍ ପଅ, ସମୟି ଜସେକର୍ ପଅ, ଜସେକ୍ ଜଦାର୍ ପଅ,
ଜସେପ୍ ମତିତିଆର୍ ପଅ, ମତିତିଆ ଅମସର୍ ପଅ, ଅମସ୍ ନାଉମର୍ ପଅ, ନାଉମ୍ ଏସ୍ମିର୍ ପଅ, ଏସ୍ମି ନଗୟର୍ ପଅ,
ଜଦା ଜଅନର୍ ପଅ, ଜଅନ୍ ରେସାର୍ ପଅ, ରେସା ଜିରୁବାବେଲର୍ ପଅ, ଜିରୁବାବେଲ୍ ସିଅଲ୍ତିଏଲର୍ ପଅ, ସଅଲ୍ତିଏଲ୍ ନେରିର୍ ପଅ,
ସୁକଲ୍ଆତ୍ମା ଚେତ୍ନା ଦେଲା ଇସାବେ ପାର୍ତନା କରା । ସବୁ ରକାମର୍ ପାର୍ତନା ଆରି ଗୁଆରିସଙ୍ଗ୍ ପାର୍ତନା କରା । ଏଟାର୍ଲାଗି ଜାଗ୍ରତ୍ ଅଇରୁଆ । ପର୍ମେସରର୍ ଲକ୍ମନର୍ପାଇ ପାର୍ତନା କରିଲାଗିରୁଆ ।