30 ଲେବି ସିମିୟନର୍ ପଅ, ସିମିୟନ୍ ଜିଉଦାର୍ ପଅ, ଜିଉଦା ଜସେପର୍ ପଅ, ଜସେପ୍ ଜନାମର୍ ପଅ, ଜନାମ୍ ଏଲିଆକିମର୍ ପଅ,
ଅବ୍ରାଅମର୍ ପଅ ଇସାକ୍, ଇସାକର୍ ପଅ ଜାକୁବ୍, ଜାକୁବର୍ ପଅ ଜିଉଦା ଆରି ତାର୍ ବାଇମନ୍ ।
ସେବେଲେସେ ଜିରୁସାଲାମେ ସିମିୟନ୍ ନାଉଁର୍ ଗଟେକ୍ ଦରମ୍ ଲକ୍ ରଇଲା । ସେ ମାପ୍ରୁ ଦେକ୍ବା ଇସାବେ ନିମାନ୍ ଲକ୍ । ଇସ୍ରାଏଲ୍ ଦେସେ ଉଦାର୍କାରିଆ ଆସି ସାନ୍ତି ଦେଅ ବଲି ଜାଗିରଇଲା । ଆରି ତାର୍ଟାନେ ସୁକଲ୍ ଆତ୍ମା ବାସାଅଇରଇଲା ।
ଏର ଜିୟସୁଅର୍ ପଅ, ଜିୟସୁଅ ଏଲିଏଜର୍ ପଅ, ଏଲିଏଜ୍ ଜରିମର୍ ପଅ, ଜରିମ୍ ମତ୍ତାତର୍ ପଅ, ମତ୍ତାତ୍ ଲେବିର୍ ପଅ,
ଏଲିଆକିମ୍ ମଲାଅର୍ ପଅ, ମଲାଅ ମନାର୍ ପଅ, ମନା ମତତାର୍ ପଅ, ମତତା ନାତନର୍ ପଅ, ନାତନ୍ ଦାଉଦର୍ ପଅ,