ଲୁକ୍ 3:34 - ସତିଅର୍ ବାଟ୍ ନୁଆ ନିୟମ୍ 202034 ଜିଉଦା ଜାକୁବର୍ ପଅ, ଜାକୁବ୍ ଇସାକର୍ ପଅ, ଇସାକ୍ ଅବ୍ରାମର୍ ପଅ, ଅବ୍ରାଆମ୍ ତେରଅର୍ ପଅ, ତେରଅ ନାଅର୍ ପଅ, အခန်းကိုကြည့်ပါ။ |
ତାର୍ପଚେ ପର୍ମେସର୍ ଅବ୍ରାଆମର୍ ସଙ୍ଗ୍ କାତାଦେଇ ରଇବା ରାଜିନାମାର୍ ଚିନ୍ ଇସାବେ ସୁନତ୍ କର୍ବା ବିଦି ତିଆର୍ କଲା । ଇସାକ୍ ଜନମ୍ ଅଇ ଆଟ୍ଦିନ୍ ପଚେ ଅବ୍ରାଆମ୍ ତାକେ ସୁନତ୍ କଲା । ପଚେ ଇସାକ୍ ତାର୍ ପଅ ଜାକୁବ୍କେ ସେନ୍ତାରି କଲା । ସେନ୍ତାରିସେ ଜାକୁବ୍ ତାର୍ ବାର୍ଟା ପଅମନ୍କେ ସୁନତ୍ କଲା, ଜନ୍ ଲକ୍ମନ୍ କି ଆମର୍ ଡାକ୍ପୁଟା ସଙ୍ଗ୍ ରଇବା ଆନିଦାଦିମନ୍ ।