38 କେନାନ୍ ଏନସର୍ ପଅ, ଏନସ୍ ସେତର୍ ପଅ, ସେତ ଆଦମର୍ ପଅ, ଆଦମ୍ ପର୍ମେସରର୍ ପଅ ।
ଲାମେକ୍ ମିତୁସେଲଅର୍ ପଅ, ମିତୁସେଲଅ ଅନକର୍ ପଅ, ଅନକ୍ ଜାରେଦର୍ ପଅ, ଜାରେଦ୍ ମଅଲେଲର୍ ପଅ, ମଅଲେଲ୍ କେନାନର୍ ପଅ
ଜିସୁ ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇକରି ଜର୍ଦନ୍ ଗାଡେଅନି ବାଉଡି ଆଇଲା । ଆରି ସଇତାନର୍ ଟାନେ ପରିକା କରାଇବାକେ ତାକେ ଆତ୍ମା ଚାଲାଇ ନେଲା । ତେଇ ଚାଲିସ୍ ଦିନ୍ ଜାକ ସଇତାନ୍ ତାକେ ପରିକା କର୍ତେରଇଲା ।
ଜେନ୍ତାରିକି ଲେକା ଅଇଲାଆଚେ, ପର୍ତୁମ୍ ମୁନୁସ୍ ଜେ କି ଆଦମ୍, ତାକେ ତିଆର୍ କରି ଜିବନ୍ ଦେଇରଇଲା, ମାତର୍ ସାରାସାରିପଚର୍ ଆଦମ୍ ନ ସାର୍ବା ଜିବନ୍ ଦେବା ଆତ୍ମା ଅଇଲା ।
ପର୍ତୁମ୍ ଆଦମ୍ ମାଟିସଙ୍ଗ୍ ତିଆର୍ ଅଇ ଏ ଦର୍ତନି ଆଇଲା । ମାତର୍ ପଚର୍ ଆଦମ୍ ସର୍ଗେ ଅନି ଆଇଲା ।