4 ଜେନ୍ତାରି ଜିସାୟ ବବିସତ୍ବକ୍ତା ସୁନାଇରଇବା ସାସ୍ତରେ ଲେକା ଅଇଲାଆଚେ, “ମରୁବାଲିବୁଏଁ ଆଉଲିଅଇ କଇବା ଗଟେକ୍ ଲକ୍ ସବଦ୍ କରି କଇଲାନି, ମାପ୍ରୁ ଆଇବାଟା ତିଆର୍କରା, ତାର୍ ଆଇବା ବାଟ୍ ସଲ୍କାଆ ।
ଜିସାଇୟ ବବିସତ୍ବକ୍ତା ଜନ୍ ଲକର୍ ବିସଇନେଇ ଏ ବାକିଅ କଇରଇଲା, ଜଅନ ସେ, ସେ ଲକ୍ । ମରୁବାଲି ବୁଏଁ ଗଟେକ୍ ଲକ୍ ଆକ୍ମାରି କଇଲାନି, “ମାପ୍ରୁର୍ ବାଟ୍ ତିଆର୍ କରା, ସେ ଆଇବାକେ ଗଟେକ୍ ସଲକ୍ ବାଟ୍ କରା ।”
ତାର୍ ସର୍ ମରୁବାଲି ବୁଏଁ ଆଉଲିଅଇକରି ସୁନାଇଲାନି ମାପ୍ରୁର୍ ବାଟ୍ ତିଆର୍ କରା, ତାର୍ପାଇ ବାଟ୍ ସଲ୍କାଆ ।
ଜିସାୟ ବବିସତ୍ବକ୍ତା ଜେନ୍ତି କଇରଇଲା, ଜଅନ୍ ସେମନ୍କେ ସେନ୍ତି କଇଲା । “ମୁଇ ମରୁବାଲି ବୁଏଁ ଆକ୍ମାରି ବୁଲ୍ବା ଗଟେକ୍ ସବଦ୍ ମାପ୍ରୁ ଜିବାକେ ଗଟେକ୍ ସଲକ୍ ବାଟ୍ ତିଆର୍ କରା !”
ସେ ଲକ୍ମନ୍କେ ଉଜଲ୍ ବିସଇ କଇବାର୍ ଆସିରଇଲା । ଜେନ୍ତାରିକି ଗୁଲାଇ ଜଗତର୍ ଲକ୍ମନ୍ ତାର୍ତେଇଅନି ସେ ଉଜଲର୍ ବିସଇ ସୁନ୍ବାଇ ଆରି ବିସ୍ବାସ୍ କର୍ବାଇ ।