6 ମଚ୍ପୁରର୍ ସବୁଲକ୍ ପର୍ମେସରର୍ ଉଦାର୍କାରିଆକେ ଦେକ୍ବାଇ ।”
ଜିସୁ ସେମନ୍କେ କଇଲା, “ତମେ ଏ ଦୁନିଆର୍ ଗୁଲାଇବାଟେ ଜାଇକରି ସବୁ ଲକ୍ମନ୍କେ ମର୍ ନିମାନ୍ କାତା କୁଆ ।
କାଇଟାବଇଲେ, ଜିଉଦି ଆରି ଜିଉଦି ନଇଲା ଲକର୍ ବିତ୍ରେ କାଇ ସାନ୍ ବଡ୍ ନାଇ । ସେଟାର୍ ପାଇ ସବୁ ଲକର୍ ତା ଗଟେକ୍ ମାପ୍ରୁ, ଆରି ଜେତ୍କି ଲକ୍ ତାକେ ପାର୍ତନା କର୍ବାଇ ସେ ସବୁ ଲକ୍କେ ମଙ୍ଗଲ୍ କର୍ସି ।
ମାତର୍ ମୁଇ ପାଚାର୍ଲିନି ଇସ୍ରାଏଲର୍ ଲକ୍ମନ୍ କାଇ, ସେ କବର୍ ସୁନତ୍ ନାଇ କି ? ବାଇଦରେ ସୁନିଆଚତ୍, କାଇକେବଇଲେ ଲେକାଆଚେ, “ଜାନାଉମନର୍ ସବଦ୍ ଗୁଲାଇ ଜଗତ୍ ଡାବିଅଇଗାଲା ଆଚେ, ସେମନର୍ କାତା ରାଇଜ୍ ଚିଡ୍ଲା ଜାକ କେଟ୍ଲା ଆଚେ ।”