ଲୁକ୍ 3:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ଜଅନ୍ଟାନେ ଡୁବନ୍ ନେବାର୍ଲାଗି ବାରଇ ଆଇବା ଲକ୍ମନ୍କେ ସେ କଇଲା, “ଏ ବିସ୍ ରଇଲା ସାଁପର୍ ବଁସର୍ ଲକ୍ମନ୍, ଆଇବା ପର୍ମେସରର୍ କପେଅନି ପାଲାଇବାକେ ତମ୍କେ କେ ଚେତ୍ନା ଦେଲା ? အခန်းကိုကြည့်ပါ။ |
ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।