13 ସଇତାନ୍ ସବୁ ରକାମର୍ ପରିକା ସାରାଇଲା ପଚେ, ଆରି ତରେକ୍ ବେଲା ମିଲ୍ବାଜାକ କେତେ ଦିନର୍ ପାଇ ଜିସୁକେ ଚାଡି ଉଟିଗାଲା ।
ତାର୍ପଚେ ସଇତାନ୍ ଜିସୁକେ ଚାଡି ବାରିଗାଲା, ଆରି ଏଦେ ଦେକା ! ସରଗର୍ ଦୁତ୍ମନ୍ ଆସି ଜିସୁକେ ସେବା କର୍ବାର୍ ଦାର୍ଲାଇ ।
ଜିସୁ ସଇତାନ୍କେ କଇଲା, “ଏଟା ମିସା ଲେକାଆଚେ, ତୁଇ ତର୍ ମାପ୍ରୁ ନିଜର୍ ପର୍ମେସର୍କେ ପରିକା କର୍ ନାଇ ।”
ତାର୍ପଚେ ଜିସୁ ଆତ୍ମାଇ ବପୁଅଇକରି ଗାଲିଲି ରାଇଜେ ବାଉଡିଗାଲା । ଆରି ତାର୍ କବର୍ ଗାଲିଲି ରାଇଜର୍ ଗୁଲାଇ ଗାଉଁମନ୍ ଜାନ୍ଲାଇ ।
ମୁଇ ତମର୍ ସଙ୍ଗ୍ ଆରି ଅଦିକ୍ ପର୍ କାତାବାର୍ତା କରି ନାପାରି । କାଇକେ ବଇଲେ, ଏ ଦୁନିଆର୍ ସାସନ୍କାରିଆ ଆଇଲାନି । ଆରି ମର୍ଟାନେ ତାର୍ କାଇ ଅଦିକାର୍ ନାଇ ।
ସେ ଆମର୍ ବାଦୁଲେ ବଡ୍ ପୁଜାରିଅଇ ପର୍ମେସରର୍ ମୁଆଟେ ଗାଲାଆଚେ । ଆରି ଜେତ୍କି ରକାମ୍ ପରିକା, ଜେତେକ୍ କସ୍ଟ ଆମେ ପାଇଲୁନି, ସେଟା ଆମର୍ ବଡ୍ ପୁଜାରି ସବୁବେଲେ ଆମର୍ ସଙ୍ଗ୍ ମିସିକରି କଲାନି । କାଇକେବଇଲେ ଜେତ୍କି ସବୁ ଆମେ କଲୁନି, ସେଟା ସବୁଜାକ ସେ ମିସା କଲା । ମାତର୍ ସେ କେଡେବେଲେ ମିସା ପାପ୍ କରେ ନାଇ ।
ତେବର୍ ପାଇ, ତମେ ପର୍ମେସର୍କେ ସର୍ପାଇଉଆ । ସଇତାନ୍କେ ଜାକି ଦିଆସ୍ । ସେନ୍ତାରି କଲେ ସଇତାନ୍ ତମର୍ଲଗେ ଅନି ପାଲାଇସି ।