24 “ମାତର୍ ମୁଇ ତମ୍କେ ସତ୍ କଇଲିନି, ବବିସତ୍ବକ୍ତା ଅଇରଇବା କାକେମିସା ନିଜର୍ ଗାଏଁ ନ ନାମତ୍ ।”
ଏନ୍ତାରି କଇ, ସେମନ୍ ଜିସୁକେ ନାମତ୍ ନାଇ । ଜିସୁ ସେମନ୍କେ କଇଲା “ଗଟେକ୍ ବବିସତ୍ବକ୍ତା ନିଜର୍ ଗରେ ଆରି ଗାଏଁ ଚାଡିଦେଲେ, ସବୁଟାନେ ବଲ୍ ବଲାଇଅଇସି ।”
ଜିସୁର୍ କାତା ସୁନି ତାକେ ବେସି ଲକ୍ମନ୍ ବିସ୍ବାସ୍ କଲାଇ ।
ଆରି ଗଟେକ୍ ବବିସତ୍ବକ୍ତା ନିଜର୍ ଦେସେ ସନ୍ମାନ୍ ନ ପାଏ ବଲି ଜିସୁ ଆଗ୍ତୁସେ ତାର୍ ସିସ୍ମନ୍କେ କଇରଇଲା ।
“ମୁଇ ଗଟେକ୍ ଜିଉଦି ଲକ୍, ସିଲିସିଆର୍ ତାର୍ସିସେ ମର୍ ଜନମ୍, ମାତର୍ ମୁଇ ଜିରୁସାଲାମେ କାଇପିଇ ବଡ୍ ଅଇରଇଲି ଆରି ଗମଲିଏଲର୍ ସିସ୍ ରଇଲି । ଆମର୍ ଆନିଦାଦିମନର୍ ରିତିନିତି, ମୁଇ ଟିକ୍ ଇସାବେ ସିକିରଇଲି ଆରି ତମର୍ ପାରା ପର୍ମେସର୍କେ ମାନିକରି ଜିଇତେରଇଲି ।