30 ମାତର୍ ଜିସୁ ସେମନର୍ ବିତ୍ରେ ପୁରି ଉଟିଗାଲା ।
ଜିସୁ ଗାଲିଲି ରାଇଜର୍ କପର୍ନାଉମ୍ ନାଉଁର୍ ଗଟେକ୍ ନଅରେ ଆଇଲା, ଆରି ବିସ୍ରାମ୍ବାରେ ଲକ୍ମନ୍କେ ସିକିଆ ଦେବାର୍ ଦାର୍ଲା ।
ସେମନ୍ ଆରିତରେକ୍ ଜିସୁକେ ଦାର୍ବାକେ ଚେସ୍ଟା କଲାଇ, ମାତର୍ ଜିସୁ ସେମନ୍କେ ଦାରାଇ ନ ଅଇକରି କସ୍ରି ଉଟିଗାଲା ।
ଜିସୁ ଏ କାତା କଇବାବେଲେ ସେମନ୍ ତାକେ ମାର୍ବାକେ ପାକ୍ନା ବେଟ୍ଲାଇ, ମାତର୍ ଜିସୁ, ମନ୍ଦିରେ ଅନି ବାରଇ ଲକ୍ମନର୍ ବିତ୍ରେ ପୁରି ଉଟିଗାଲା ।
ସାକାଲ୍ ପାଇଲାକେ “ପିତର୍ କେନେଗାଲା ?” ବଲି ଜାଗୁଆଲ୍ମନ୍ କିଲ୍ବିଲ୍ ଅଇଗାଲାଇ ।