37 ଜିସୁର୍ ଏ କବର୍ ସେ ଜାଗାର୍ ଗୁଲାଇବାଟର୍ ଲକ୍ ଜାନ୍ଲାଇ ।
ଏ ଗଟ୍ନାର୍ କବର୍ ସେ ଜାଗାର୍ ଗୁଲାଇ ବାଟର୍ ଲକ୍ ସୁନ୍ଲାଇ ।
ମାତର୍ ସେମନ୍ ବାରଇ ଜାଇ ଜିସୁର୍ ଏ କରିରଇବାଟା ଗୁଲାଇ ଦେସେ ଜାନାଇଲାଇ ।
ସେଡ୍କିବେଲେ ଜିସୁର୍ କାତା ଗାଲିଲିର୍ ଚାରିବେଡ୍ତିର୍ ଗାଉଁମନ୍କେ କେଟିଗାଲା ।
ମାତର୍ ସେଲକ୍ ବାରଇ ଜାଇ ଜିସୁ ସୁକଲ୍ କରିରଇବା କବର୍ ଏତେକ୍ ରାଟୁକରି କଇବୁଲ୍ଲାଇ ଜେ, ଜିସୁ ଲକ୍ମନର୍ ଦେକ୍ତେ ଦେକ୍ତେ କନ୍ ଗାଉଁମନ୍କେ ମିସା ଜାଇ ପୁରି ନାପାର୍ଲା । ମାତର୍ ବାଇରେ ଜାଇ ଚିମ୍ରା ଜାଗାମନ୍କେ ରଇଲା । ଅଇଲେ ମିସା ଲକ୍ମନ୍ ଚାରିଦିଗେ ଅନି ତାର୍ ଲଗେ ଆଇବାର୍ଦାର୍ଲାଇ ।
ଜିସୁର୍ ନାଉଁ ସବୁବାଟେ ଉଡ୍ରା ଅଇଗାଲାକେ, ଏରଦ୍ ରାଜା ଜିସୁର୍ ବିସଇ ସୁନ୍ଲା, ଆରି ଲକ୍ମନ୍ କଇତେରଇଲାଇ, ଡୁବନ୍ ଦେଉ ଜଅନ୍ ମରିକରି ଉଟି ଆଚେ, ତେବର୍ପାଇ ଏ ସବୁ ନ ଅଇବା କାମର୍ ସକ୍ତି ତାର୍ଟାନେ କାମ୍ କଲାନି ।
ତାର୍ପଚେ ଜିସୁ ଆତ୍ମାଇ ବପୁଅଇକରି ଗାଲିଲି ରାଇଜେ ବାଉଡିଗାଲା । ଆରି ତାର୍ କବର୍ ଗାଲିଲି ରାଇଜର୍ ଗୁଲାଇ ଗାଉଁମନ୍ ଜାନ୍ଲାଇ ।