44 ଆରି ସେ ଜିଉଦା ଦେସର୍ ଜିଉଦି ଲକ୍ମନର୍ ପାର୍ତନା ଗର୍ମନ୍କେ ବାକିଅ ସୁନାଇବାର୍ ଦାର୍ଲା ।
ଜିସୁ ଗାଲିଲିର୍ ଗୁଲାଇବାଟେ ବୁଲି ବୁଲି ଜିଉଦିମନର୍ ସବୁ ପାର୍ତନା ଗର୍ମନ୍କେ ସିକିଆ ଦେଇ, ପର୍ମେସରର୍ ରାଇଜର୍ ବିସଇ ଜାନାଇଲା । ଆରି ବିନ୍ ବିନ୍ ରଗେ ରଇବା ଲକ୍ମନ୍କେ ସବୁ ରକାମର୍ ରଗ୍ ଆରି ସବୁ ଦୁକ୍ କସ୍ଟ, ନିମାନ୍ କଲା ।
ଆରି ଗାଲିଲିର୍ ସବୁଟାନେ ବୁଲି ବୁଲି ସେମନର୍ ସବୁ ପାର୍ତନା ଗରେ, ମାପ୍ରୁର୍ କାତା ସୁନାଇଲା, ଆରି ଡୁମା ଦାର୍ଲା ଲକ୍ମନ୍କେ ଚାଡାଇଲା ।
ପଚେ ଜିସୁ ଜିଉଦିମନର୍ ପାର୍ତନା ଗର୍ମନ୍କେ ବୁଲି ବୁଲି ସିକିଆ ଦେଇକରି ସବୁ ଲକର୍ଟାନେ ଅନି ଡାକ୍ପୁଟା ପାଇବାର୍ ଦାର୍ଲା ।
ଦିନେକ୍ ଜିସୁ ଗିନେସରତ୍ ଗାଡ୍କଣ୍ଡି ଟିଆଅଇରଇଲା ବେଲେ ଲକ୍ମନ୍ ମାଣ୍ଡାଚୁଣ୍ଡା ଅଇ ପର୍ମେସରର୍ ବାକିଅ ସୁନ୍ତେରଇଲାଇ ।