ଲୁକ୍ 4:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ଆରି ଜିସୁକେ କଇଲା, “ମୁଇ ତକେ ଏ ସବୁ ଦନ୍ ସଁପତିର୍ ଅଦିକାର୍ ଆରି ମଇମା ଦେବି । କାଇକେବଇଲେ ସେଟା ସବୁ ମକେ ସର୍ପିଦେଲାଆଚେ, ଆରି ମୁଇ ଜାକେ ମନ୍ କର୍ବି, ତାକେ ଦେବି । အခန်းကိုကြည့်ပါ။ |
ସଇତାନ୍ ଅଇଲାନି ତମର୍ ବାବା । ଆରି ତମେ ସେ କର୍ବା କାରାପ୍ କାମ୍ମନ୍ କର୍ବାକେ ମନ୍ କଲାସ୍ନି । ସେ ଆଗ୍ତୁଅନି ଲକ୍ମନ୍କେ ନସ୍ଟ କଲାନି, ଆରି ସେ ସତ୍ ବିସଇ ଗିନ୍ କଲାନି । ତାର୍ତେଇ ସତ୍ ବିସଇ ନାଇ । ଜେଡେବେଲା ସେ ମିଚ୍ କଇଲାନି, ସେବେଲା ସେ ନିଜର୍ ଗୁନ୍ ଚଲନ୍ଅନି ସେନ୍ତି କଇଲାନି । କାଇକେ ବଇଲେ ସେ ମିଚ୍ କଇବା ଲକ୍, ଆରି ମିଚ୍ କଇବା ଲକ୍ମନର୍ ବାବା ।