ଲୁକ୍ 4:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ଜିସୁ ତାକେ କଇଲା, “ପର୍ମେସରର୍ ସାସ୍ତରେ ଲେକାଅଇଆଚେ, ତୁଇ ତର୍ ପର୍ମେସର୍କେସେ ଜୁଆର୍ କର୍ସୁ, ଆରି ତାକେସେ ସେବା କର୍ସୁ ।” အခန်းကိုကြည့်ပါ။ |
ମୁଇ ତାକେ ଜୁଆର୍ କର୍ବି ବଲି ତାର୍ ଗଡେ ଡାଣ୍ଡାସନ୍ ପଡ୍ଲି, ମାତର୍ ସେ ମକେ କଇଲା, “ନିଚୁ, ମୁଇ ଆରି ତର୍ ସଙ୍ଗର୍ ବିସ୍ବାସି ବାଇମନ୍ ଜେତ୍କି ଲକ୍ ଆମେ ସବୁ ଜିସୁ ଜାନାଇରଇବା ସତ୍ ଦାରିଆଚୁ, ଆମେ ସବୁ ଅବ୍କା ଦାଙ୍ଗ୍ଡାମନ୍, ପର୍ମେସର୍କେ ଜୁଆର୍ କରା । କାଇକେବଇଲେ ଜିସୁ ଜନ୍ ସତ୍ ଜାନାଇଆଚେ, ସେଟାସେ ବବିସତ୍ ବକ୍ତାମନ୍କେ କାତାଅଇବାକେ ବପୁଦେଲାଆଚେ ।”