9 ପଚେ ସଇତାନ୍ ଜିସୁକେ ଜିରୁସାଲାମେ ଡାକିଦାରିଜାଇ, ମନ୍ଦିରର୍ ଚାଉନି ଟିପେ ଟିଆକରାଇ କଇଲା, “ତୁଇ ଜଦି ପର୍ମେସରର୍ ପ, ତେବେ ଇତିଅନି ତଲେ ଡେଗଇଦେସ୍,
ସେ ଲକ୍ମନ୍ ବେସି କିର୍କିରି କରି କଇଲାଇ, “ଏ ପର୍ମେସରର୍ ପିଲା ଆମର୍ ଟାନେ ତର୍ କାଇ କାମ୍ ଆଚେ ? ବେଲ୍ କାଲ୍ ନ କେଟ୍ତେ ତୁଇ କାଇ ଡଣ୍ଡ୍ ଦେବାକେ ଇତି ଆଇଲୁସ୍ କି ?”
କାଇକେବଇଲେ ସାସ୍ତରେ ଲେକାଆଚେ ତକେ ରକିଆ କର୍ବାକେ ପର୍ମେସର୍ ତାର୍ ନିଜର୍ ଦୁତ୍ମନ୍କେ ଆଦେସ୍ ଦେଇସି ।
ତେଇ ସଇତାନ୍ ଜିସୁକେ କଇଲା, “ତୁଇ ଜଦି ପର୍ମେସରର୍ ପ, ତେବେ ଏ ପାକ୍ନା କାଦି ଅ ବଲି ଆଦେସ୍ ଦେସ୍ ।”
ମାତର୍ ସେ ପୁରାପୁରୁନ୍ ସୁକଲ୍ ରଇଲା, ଆରି ପର୍ମେସରର୍ ବଡ୍ ବପୁସଙ୍ଗ୍ ତାକେ ମଲାଟାନେଅନି ଉଟାଇଲା । ମଲାଟାନେଅନି ଉଟ୍ଲାର୍ପାଇ ସେ ପରମେସରର୍ ପଅ ବଲି ଦେକାଇଲା ।