1 ଦିନେକ୍ ଜିସୁ ଗିନେସରତ୍ ଗାଡ୍କଣ୍ଡି ଟିଆଅଇରଇଲା ବେଲେ ଲକ୍ମନ୍ ମାଣ୍ଡାଚୁଣ୍ଡା ଅଇ ପର୍ମେସରର୍ ବାକିଅ ସୁନ୍ତେରଇଲାଇ ।
ଡୁବନ୍ ଦେଉ ଜଅନ୍ ପର୍ମେସରର୍ ନିକ କାତା ଜାନାଇବାଟା ଆରାମ୍ କଲାବେଲେ ଅନି ଆଜିକେ ଜାକ ସରଗ୍ ରାଇଜ୍ ନେଇକରି ବେସି ଜୁଇଦ୍ ଚାଲ୍ଲାଆଚେ । ଦୟା ମାୟା ନଇଲା ଲକ୍ମନ୍ ତାକର୍ ବପୁସଙ୍ଗ୍ ସରଗ୍ ରାଇଜ୍ ଅଦିକାର୍ କର୍ବାକେ ଚେସ୍ଟା କଲାଇନି ।
ଜିସୁ ଆରି ତାର୍ ସିସ୍ମନ୍ ଗାଡ୍ଲଙ୍ଗିକରି ଗିନେସରତ୍ ଜାଗାଇ କେଟ୍ଲାଇ ।
ସେଡ୍କିବେଲେ ଚିପାଟେଲା ରଇଲାକେ, ଲକ୍ମନ୍ ଜେନ୍ତିକି ଉପ୍ରେ ଡାବି ନ ଅଅତ୍, ତେବର୍ ପାଇ ଜିସୁ ସିସ୍ମନ୍କେ ତାର୍ପାଇ ଗଟେକ୍ ସାନ୍ଟା ଡଙ୍ଗା ଆନି ଜାଗାଇବାକେ ତିଆର୍ଲା ।
ଜିସୁ ଆରିତରେକ୍ ଗାଲିଲି ସମ୍ଦୁର୍ କଣ୍ଡିଟାନେ ସିକିଆ ଦେବାର୍ ଦାର୍ଲା, ଆରି ଏତେକ୍ ମାଣ୍ଡ୍ ଲକ୍ମନ୍ ତାର୍ ଲଗେ ଟୁଲ୍ଅଇଲାଇଜେ, ସେ ସମ୍ଦୁରେ ରଇବା ଗଟେକ୍ ଡଙ୍ଗାଇ ଜାଇ ବସ୍ଲା, ଆରି ଗୁଲାଇ ଲକ୍ମନ୍ ସମ୍ଦୁର୍ ପାଲିକେ ରଇଲାଇ ।
ଜିସୁ ତାକର୍ ସଙ୍ଗ୍ ଗାଲା, ଆରି ଗାଦିଲକ୍ ତାର୍ ପଚେ ପଚେ ଜିବାର୍ ଦାର୍ଲାଇ, ଆରି ଲକ୍ମନ୍ ତାକେ ଡାବାଡାବି ଅଇତେ ରଇଲାଇ ।
ଜିସୁ ଆରି ତାର୍ ସିସ୍ମନ୍ ଗାଡ୍ ଲଙ୍ଗି ଗିନେସରତ୍ ବାଟେ ଜାଇକରି କେଟ୍ଲାଇ ଆରି ଗାଡ୍ପାଲି ଡଙ୍ଗା ବାନ୍ଦ୍ଲାଇ ।
ଏତ୍କି ବିତ୍ରେ ଅଜାର୍ ଅଜାର୍ ଲକ୍ ଟୁଲ୍ଅଇକରି, ତାକର୍ ତାକର୍ ବିତ୍ରେ ମାଣ୍ଡାଚୁଣ୍ଡା ଅଇଜାଇତେ ରଇଲାଇ, ସେଡ୍କିବେଲେ ଜିସୁ ପର୍ତୁମ୍ ନିଜର୍ ସିସ୍ମନ୍କେ କଇବାର୍ ଦାର୍ଲା, “ପାରୁସିମନର୍ କମିର୍ ପାରା କପଟ୍ ତେଇଅନି ଜାଗ୍ରତ୍ ଅଇରୁଆ ।
ସେଡ୍କିବେଲେ ସେ ଗାଡ୍କଣ୍ଡି ଦୁଇଟା ଡଙ୍ଗା ରଇଲାଟା ଦେକ୍ଲା, କେଉଟ୍ମନ୍ ଡଙ୍ଗାଇଅନି ଉତ୍ରି ଜାଲ୍ ଦଇତେରଇଲାଇ ।
ଦିନେକ୍ ଜିସୁ ଆରି ତାର୍ ସିସ୍ମନ୍ ଗଟେକ୍ ଡଙ୍ଗାଇ ଚଗ୍ଲାଇ, ଆରି ସେ ସିସ୍ମନ୍କେ କଇଲା, “ଆସା, ଗାଡ୍ ସେପାଟେ ଜୁ ।” ତେଇ ସେମନ୍ ଡଙ୍ଗା ମେଲ୍ଲାଇ ।
ମାତର୍ ଡଙ୍ଗାଗାଟି ଗାଲାବେଲେ ଜିସୁ ସଇଦେଲା । ସେଡ୍କିବେଲେ ଗାଡେ ଅଟାତ୍ ବାଉପବନ୍ ଆଇଲା ଆରି ଡଙ୍ଗାଇ ପାନିପୁରି ବର୍ତି ଅଇବାର୍ ଦାର୍ଲା । ସେମନ୍ ବଡ୍ ବିପଦେ ପଡିଗାଲାଇ ।
ଜିସୁ ସେମନ୍କେ ଆଦେସ୍ ଦେଲା ଦାପ୍ରେ ଡୁମାମନ୍ ସେ ମୁନୁସର୍ଟାନେଅନି ବାରଇ ଗୁସ୍ରି ରାସିର୍ ମଜାଇ ପୁର୍ଲାଇ । ପୁର୍ଲାକେ ଗୁସ୍ରି ମାନ୍ଦା ଜବର୍ ପାଲାଇକରି ଗଡ୍ଗଡାବାଟେ ଜାଇ ଗାଡେ ଅଦ୍ରି ମରିଗାଲାଇ ।
ତେଇ ଜିସୁ କଇଲା, “କେ ମକେ ଚିଇଲା ?” ମାତର୍ ସବୁ ଲକ୍ ନାଇ ବଲି କଇଲାଇଜେ, ପିତର୍ କଇଲା, “ଏ ଗୁରୁ ଲକ୍ମନ୍ ମାଣ୍ଡାଚୁଣ୍ଡାଅଇ ତମର୍ ଉପ୍ରେ ଡାବିଅଇଆଇଲାଇନି ।”
ତାକର୍ ବିତ୍ରେଅନି ଗଟେକ୍ ଲକ୍ ଅଇଲାନି ସିମନ୍ ପିତରର୍ ବାଇ, ଆନ୍ଦ୍ରିୟ ।
ତାର୍ ପଚେ ଜିସୁ ଗାଲିଲି ଗାଡ୍ ସେପାଟେ ସେ ଗାଡ୍କେ ତିବିରିଆ ଗାଡ୍ ବଲି ମିସା କଇବାଇ, ସେ ଜାଗାଇ ଗାଲା ।
ଜନ୍ ଲକ୍ମନ୍ ତମ୍କେ ମୁକିଅ ଇସାବେ ଡାକିନେଇ ପର୍ମେସରର୍ ବାକିଅ ସିକାଇତେରଇଲାଇ, ସେମନର୍ ବିସଇ ବାବିଦେକା । ସେମନ୍ କେନ୍ତି ଜିଇଲାଇ ଆରି ମଲାଇ ? ତମେ ତାର୍ ପାରା ବିସ୍ବାସ୍ କରା ।